ରାଜ୍ୟ ମାନବାଧିକାର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ୍ ବିମଳ ପ୍ରସାଦ ଦାସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମାନବାଧିକାର(OHRC) ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି ଜଷ୍ଟିସ ବିମଳ ପ୍ରସାଦ ଦାସ। ଆଜି ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ଜଷ୍ଟିସ ବିମଳ ପ୍ରସାଦ ଦାସ କହିଛନ୍ତି,“ ରାଜ୍ୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣିକୁ ଗୁରୁତ୍ୱ ଦିଆଯିବ ଓ ସ୍ୱଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ।” ସେ ଆହୁରି କହିଛନ୍ତ,“ ମାନବାଧିକାର ଉଲ୍ଲଙ୍ଘନ ହେଲେ କାହାକୁ ଛଡ଼ାଯିବ ନାହିଁ। ବୈଷୟିକ ଜ୍ଞାନକୌଶଳ ବ୍ୟବହାର ଉପରେ […]

bimal-prasad

bimal-prasad

Tapaswini Nayak
  • Published: Wednesday, 04 September 2019
  • Updated: 04 September 2019, 12:37 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମାନବାଧିକାର(OHRC) ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି ଜଷ୍ଟିସ ବିମଳ ପ୍ରସାଦ ଦାସ। ଆଜି ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଦାୟିତ୍ୱ ନେବା ପରେ ଜଷ୍ଟିସ ବିମଳ ପ୍ରସାଦ ଦାସ କହିଛନ୍ତି,“ ରାଜ୍ୟରେ ଦୀର୍ଘ ଦିନ ଧରି ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣିକୁ ଗୁରୁତ୍ୱ ଦିଆଯିବ ଓ ସ୍ୱଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ।”

ସେ ଆହୁରି କହିଛନ୍ତ,“ ମାନବାଧିକାର ଉଲ୍ଲଙ୍ଘନ ହେଲେ କାହାକୁ ଛଡ଼ାଯିବ ନାହିଁ। ବୈଷୟିକ ଜ୍ଞାନକୌଶଳ ବ୍ୟବହାର ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos