ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ପରଲୋକ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨  ବର୍ଷ ହୋଇଥିଲା।  ଗତ ରାତି ପ୍ରାୟ ୧୦ଟା ୩୦ ସମୟରେ ନିଜ ବାସଭବନ ସାହାରପଡା ବ୍ଲକ ହଲଦିବଟା ଗ୍ରାମରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ ସ୍ନାୟୁ ରୋଗରେ ପୀଡ଼ିତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କିଛି ଦିନ ହେବ ଚିକିତ୍ସିତ ହେଉଥିଲେ । ଭାରତୀୟ ବାୟୁସେନାରୁ ଅବସର […]

mla-1--1

mla-1--1

Niharika Rout
  • Published: Thursday, 23 January 2020
  • Updated: 23 January 2020, 01:38 PM IST

Sports

Latest News

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରି ନାଏକଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨  ବର୍ଷ ହୋଇଥିଲା।  ଗତ ରାତି ପ୍ରାୟ ୧୦ଟା ୩୦ ସମୟରେ ନିଜ ବାସଭବନ ସାହାରପଡା ବ୍ଲକ ହଲଦିବଟା ଗ୍ରାମରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

ସେ ସ୍ନାୟୁ ରୋଗରେ ପୀଡ଼ିତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ କିଛି ଦିନ ହେବ ଚିକିତ୍ସିତ ହେଉଥିଲେ । ଭାରତୀୟ ବାୟୁସେନାରୁ ଅବସର ନେବା ପରେ ସ୍ୱର୍ଗତ ଗୌରହରି ରାଜନୀତି ମଇଦାନକୁ ଓହ୍ଲାଇଥିଲେ। ଏହାପରେ ପାଟଣା ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ୨୦୦୦ ରୁ ୨୦୦୯ ମସିହା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଟିକେଟରୁ ୨ ଥର ନିର୍ବାଚନ ଲଢ଼ି ଜିତିଥିଲେ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story