ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ପରଲୋକ

ପାରଳାଖେମୁଣ୍ଡି(ଆଦର୍ଶ ଦାସ): ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ତଥା ଲଢୁଆ ଚାଷୀ ନେତା ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି।  ଗୁରାଣ୍ଡି ସ୍ଥିତ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପୂର୍ବତନ ବିଧାୟକ ବିଜୟ କୁମାର ଜେନା କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ଯୋଗୁ ମୃତ୍ୟୁ ହୋଇଛି।  ପାରଳାଖେମୁଣ୍ଡି  ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ବିଧାୟକ ଭାବେ ସେ ଦୁଇ ଦୁଇ ଥର ନିର୍ବାଚିତ […]

former mla

former mla

Niharika Rout
  • Published: Wednesday, 12 January 2022
  • Updated: 12 January 2022, 02:35 PM IST

Sports

Latest News

ପାରଳାଖେମୁଣ୍ଡି(ଆଦର୍ଶ ଦାସ): ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ତଥା ଲଢୁଆ ଚାଷୀ ନେତା ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି।  ଗୁରାଣ୍ଡି ସ୍ଥିତ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ପୂର୍ବତନ ବିଧାୟକ ବିଜୟ କୁମାର ଜେନା କିଛି ଦିନ ହେଲା ଅସୁସ୍ଥ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ଯୋଗୁ ମୃତ୍ୟୁ ହୋଇଛି।  ପାରଳାଖେମୁଣ୍ଡି  ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ବିଧାୟକ ଭାବେ ସେ ଦୁଇ ଦୁଇ ଥର ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story