ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ପରଲୋକ

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ବେଗୁନିଆ-ବୋଲଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୧୯୯୦ରେ ଜନତା ଦଳରୁ ନିର୍ବାଚନ ଜିତିଥିଲେ  ସୁରେନ୍ଦ୍ର। ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ ନେଇ ପରିବାର ପକ୍ଷରୁ  ସୂଚନା ଦିଆଯାଇଛି। ୧୯୫୩ ସେପ୍ଟେମ୍ବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ।

unb

unb

Tapas Behera
  • Published: Sunday, 24 January 2021
  • Updated: 24 January 2021, 08:45 PM IST

Sports

Latest News

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ବେଗୁନିଆ-ବୋଲଗଡ଼ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୧୯୯୦ରେ ଜନତା ଦଳରୁ ନିର୍ବାଚନ ଜିତିଥିଲେ  ସୁରେନ୍ଦ୍ର। ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ ନେଇ ପରିବାର ପକ୍ଷରୁ  ସୂଚନା ଦିଆଯାଇଛି। ୧୯୫୩ ସେପ୍ଟେମ୍ବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos