ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇଥିବା ଦଳର ସଦସ୍ୟତା ଅଭିଯାନର ସେ ସମୀକ୍ଷା କରିବା ସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।
ଶ୍ରୀ ଚୌହାନ ୧୦ ତାରିଖ ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସଦସ୍ୟତା ଅଭିଯାନର ସମୀକ୍ଷା କରିବେ। ଏହା ପରେ ଖୋର୍ଦ୍ଧାର ଗୀତା ଭବନ ପଡ଼ିଆରେ ଆୟୋଜିତ ସଦସ୍ୟତା ଅଭିଯାନରେ ସେ ଯୋଗ ଦେବେ। ସେଠାରେ ଶ୍ରୀ ଚୌହାନ ସମସ୍ତଙ୍କୁ ସଦସ୍ୟ କରାଇବା ସହ ଓଡ଼ିଶା ପ୍ରଦେଶର ସକ୍ରିୟ ସଦସ୍ୟତା ଗ୍ରହଣ କରିବେ। ସଂଧ୍ୟାରେ ସେ ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ବର୍ଗର ଲୋକମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୧ ତାରିଖ ସକାଳେ ଶ୍ରୀ ଚୌହାନ ଗଣମାଧ୍ୟମକୁ ସମ୍ୱୋଧିତ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।