ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶିବରାଜ ସିଂହ ଚୌହାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇଥିବା ଦଳର ସଦସ୍ୟତା ଅଭିଯାନର ସେ ସମୀକ୍ଷା କରିବା ସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ। ଶ୍ରୀ ଚୌହାନ ୧୦ ତାରିଖ ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସଦସ୍ୟତା ଅଭିଯାନର […]

shivraj-singh

shivraj-singh

Manoranjan Sial
  • Published: Thursday, 08 August 2019
  • Updated: 08 August 2019, 05:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇଥିବା ଦଳର ସଦସ୍ୟତା ଅଭିଯାନର ସେ ସମୀକ୍ଷା କରିବା ସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।

ଶ୍ରୀ ଚୌହାନ ୧୦ ତାରିଖ ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସେ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସଦସ୍ୟତା ଅଭିଯାନର ସମୀକ୍ଷା କରିବେ। ଏହା ପରେ ଖୋର୍ଦ୍ଧାର ଗୀତା ଭବନ ପଡ଼ିଆରେ ଆୟୋଜିତ ସଦସ୍ୟତା ଅଭିଯାନରେ ସେ ଯୋଗ ଦେବେ। ସେଠାରେ ଶ୍ରୀ ଚୌହାନ ସମସ୍ତଙ୍କୁ ସଦସ୍ୟ କରାଇବା ସହ ଓଡ଼ିଶା ପ୍ରଦେଶର ସକ୍ରିୟ ସଦସ୍ୟତା ଗ୍ରହଣ କରିବେ। ସଂଧ୍ୟାରେ ସେ ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ବର୍ଗର ଲୋକମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ୧୧ ତାରିଖ ସକାଳେ ଶ୍ରୀ ଚୌହାନ ଗଣମାଧ୍ୟମକୁ ସମ୍ୱୋଧିତ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story