ଫେରିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରିୟ ‘ଡାକୋଟା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସ୍ମୃତି ବହନ କରୁଥିବା ଡାକୋଟା ବିମାନ ଓଡ଼ିଶା ଫେରିବ। ଏଥିପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। କୋଲକାତା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନ ବନ୍ଦରରୁ ଡାକୋଟା ବିମାନକୁ ଆଣିବା ପାଇଁ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଏହି କମିଟିରେ ବିଭିନ୍ନ ବିଭାଗର ୧୧ ଜଣ ସଦସ୍ୟ ସାମିଲ ଅଛନ୍ତି। କୋଲକାତାରୁ ଡାକୋଟା ଆସିଲେ ଭୁବନେଶ୍ୱର ବିଜୁ ପଟ୍ଟନାୟକ […]

dd-6-750x420

dd-6-750x420

Manoranjan Sial
  • Published: Friday, 11 December 2020
  • Updated: 11 December 2020, 07:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସ୍ମୃତି ବହନ କରୁଥିବା ଡାକୋଟା ବିମାନ ଓଡ଼ିଶା ଫେରିବ। ଏଥିପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। କୋଲକାତା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବିମାନ ବନ୍ଦରରୁ ଡାକୋଟା ବିମାନକୁ ଆଣିବା ପାଇଁ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଏହି କମିଟିରେ ବିଭିନ୍ନ ବିଭାଗର ୧୧ ଜଣ ସଦସ୍ୟ ସାମିଲ ଅଛନ୍ତି। କୋଲକାତାରୁ ଡାକୋଟା ଆସିଲେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ପରିସରରେ ରହିବ।

୧୯୪୭ ମସିହାରେ ପାକିସ୍ତାନୀ ଶତ୍ରୁ ବଳୟ ଭିତରେ ପଶି ଶ୍ରୀନଗରରେ ଭାରତୀୟ ସେନାଙ୍କୁ ଏୟାଲିଫ୍‌ଟ କରିବା ହେଉ କି ସେନା ପାଇଁ ଗୋଳାବାରୁଦ ଓ ଔଷଧ ପରିବହନ, ଅଥବା ଇଣ୍ଡୋନେସିଆର ପ୍ରଧାନମନ୍ତ୍ରୀଙ୍କୁ ଡଚ୍‌ଙ୍କ କବଳରୁ ଉଦ୍ଧାର, ଏ ସମସ୍ତ ଦୁଃସାହସିକ ଅଭିଯାନରେ ଦୁର୍ଦ୍ଦଶ ପାଇଲଟ୍ ବିଜୁ ପଟ୍ଟନାୟକଙ୍କ ସାଥୀ ଥିଲା ଡାକୋଟା ବିମାନ। ସେହି ବିମାନ ଏବେ କୋଲକାତାର ନେତାଜୀ ବିମାନ ବନ୍ଦରରେ ଜରାଜୀର୍ଣ୍ଣ ଅବସ୍ଥାରେ ଡମ୍ପିଂୟାର୍ଡରେ ଖତ ଖାଉଛି। ଯାହାକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story