ବିଜେଡି ଛାଡ଼ିଲେ ରବି ପାଣି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ନବୀନ ନିବାସ ଯାଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳର କାର୍ଯ୍ୟଧାରାରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ ଦଳର ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଥିଲେ। ୨୦୦୯ରୁ ୨୦୧୪ ଯାଏ ରବି ନାରାୟଣ ପାଲଲହଡ଼ାରୁ ବିଜେଡି ବିଧାୟକ ଥିଲେ। ସେ ୨୦୦୯ରୁ ୨୦୧୨ ପର୍ଯ୍ୟନ୍ତ ବିଧାନସଭାରେ ସରକାରୀ ଦଳର ମୁଖ୍ୟ […]

rabinana

rabinana

Rajalaxmi Sahu
  • Published: Sunday, 07 April 2019
  • Updated: 07 April 2019, 03:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଲଲହଡ଼ାର ପୂର୍ବତନ ବିଧାୟକ ରବି ନାରାୟଣ ପାଣି ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ନବୀନ ନିବାସ ଯାଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳର କାର୍ଯ୍ୟଧାରାରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।

ସେ ଦଳର ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଥିଲେ।

୨୦୦୯ରୁ ୨୦୧୪ ଯାଏ ରବି ନାରାୟଣ ପାଲଲହଡ଼ାରୁ ବିଜେଡି ବିଧାୟକ ଥିଲେ। ସେ ୨୦୦୯ରୁ ୨୦୧୨ ପର୍ଯ୍ୟନ୍ତ ବିଧାନସଭାରେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।

ରବି ପାଣି ଏଥର ପାଲଲହଡ଼ାରୁ ଟିକେଟ୍ ପାଇଁ ଆଶାୟୀ ଥିଲେ। ଦଳ ତାଙ୍କୁ ୨୦୧୪ରେ ଟିକେଟ୍ ଦେଇ ନଥିଲା କି ଏଥର ବି ଦେଇ ନାହିଁ। ୨୦୧୪ରେ ଦଳ ତାଙ୍କ ବଦଳରେ ମହେଶ ସାହୁଙ୍କୁ ଟିକେଟ୍ ଦେଇଥିଲା। ମହେଶ ଏଥର ବିଜେଡି ଟିକେଟ୍‌ରେ ଢେଙ୍କାନାଳ ଲୋକସଭା ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଦଳ ସୁକେଶ ପାଲ୍‌ଙ୍କୁ ପାଲଲହଡ଼ାରୁ ପ୍ରାର୍ଥୀ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story