ହାତ ଧରିଲେ ଅଶ୍ୱିନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜନୀତିକୁ ଆସିଲେ ଅଶ୍ୱିନୀ ପୂଜାହାରୀ। ବୁର୍ଲା ଭିମ୍‌ସାରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଅଶ୍ୱିନୀ ପୂଜାହାରୀ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ କଂଗ୍ରେସ ମୁଖ୍ୟାଳୟରେ ପିସିସି ସଭାପତି ନିରଂଜନ ପଟ୍ଟନାୟକ ଏବଂ ଓଡ଼ିଶା କାର୍ଯ୍ୟକାରୀ ପ୍ରଭାରୀ ଟି.ଏସ୍. ସିଂହଦେଓଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ପୂର୍ବରୁ ସେନାରେ ଡାକ୍ତର ଚାକିରି ଏବଂ ପରେ ଭିମ୍‌ସାରର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ ଅଶ୍ୱିନୀ। ତେବେ ଭିମସାରରେ କାର୍ଯ୍ୟ କରୁଥିବା ବେଳେ ତାଙ୍କର ଅନୁଶାସନ […]

aswini-pujari-0

aswini-pujari-0

Tapas Behera
  • Published: Sunday, 24 March 2019
  • Updated: 24 March 2019, 05:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜନୀତିକୁ ଆସିଲେ ଅଶ୍ୱିନୀ ପୂଜାହାରୀ। ବୁର୍ଲା ଭିମ୍‌ସାରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଅଶ୍ୱିନୀ ପୂଜାହାରୀ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ କଂଗ୍ରେସ ମୁଖ୍ୟାଳୟରେ ପିସିସି ସଭାପତି ନିରଂଜନ ପଟ୍ଟନାୟକ ଏବଂ ଓଡ଼ିଶା କାର୍ଯ୍ୟକାରୀ ପ୍ରଭାରୀ ଟି.ଏସ୍. ସିଂହଦେଓଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି।

ପୂର୍ବରୁ ସେନାରେ ଡାକ୍ତର ଚାକିରି ଏବଂ ପରେ ଭିମ୍‌ସାରର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ ଅଶ୍ୱିନୀ। ତେବେ ଭିମସାରରେ କାର୍ଯ୍ୟ କରୁଥିବା ବେଳେ ତାଙ୍କର ଅନୁଶାସନ ଓ ଚିକିତ୍ସା ପ୍ରଣାଳୀକୁ ନେଇ ସେ ବିବାଦୀୟ ହୋଇପଡ଼ିଥିଲେ। ପରେ ସରକାରଙ୍କ ପକ୍ଷରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପରେ ଚାକିରି ଛାଡ଼ିଥିଲେ ପ୍ରଫେସର ଅଶ୍ୱିନୀ ପୂଜାହାରୀ। ତେବେ ଆଜି କଂଗ୍ରେସରେ ଯୋଗ ଦେବା ପରେ ଚଳିତ ନିର୍ବାଚନରେ ଦଳ ତାଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story