ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଲେ ଗଞ୍ଜାମ ଜିଲ୍ଲାପାଳ।
We lost our four Covid Warriors. Entire District Administration is with their families. We request all people in Ganjam to follow social distancing norms . By doing this you will help our covid warriors in fighting this war @CMO_Odisha @HFWOdisha @SRC_Odisha pic.twitter.com/A92X1GQ0I7
— Collector & District Magistrate, Ganjam (@Ganjam_Admin) July 6, 2020
ଗଞ୍ଜାମ ଜିଲ୍ଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାକୁ ରୋକିବାକୁ ସାମାଜିକ ଦୂରତ୍ୱ ମାନିବାକୁ ଅନୁରୋଧ କଲେ ଜିଲ୍ଲାପାଳ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।