ଆଖି ବୁଜିଲେ ୪ କରୋନା ଯୋଦ୍ଧା

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ  ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଲେ ଗଞ୍ଜାମ ଜିଲ୍ଲାପାଳ। We lost our four Covid Warriors. Entire District Administration is with their families. We request all people in Ganjam to follow social distancing norms . By doing […]

corona-2.5

corona-2.5

Niharika Rout
  • Published: Monday, 06 July 2020
  • Updated: 06 July 2020, 11:13 AM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ  ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଲେ ଗଞ୍ଜାମ ଜିଲ୍ଲାପାଳ।

ଗଞ୍ଜାମ ଜିଲ୍ଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାକୁ ରୋକିବାକୁ ସାମାଜିକ ଦୂରତ୍ୱ ମାନିବାକୁ ଅନୁରୋଧ କଲେ ଜିଲ୍ଲାପାଳ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos