ରାସ୍ତାରେ ପଡ଼ିଛି ୪ ମୃତଦେହ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ପଲସ-ପିପଲଗୁଡା ରାସ୍ତାରୁ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଖବର ପାଇ ଜୟପାଟଣା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକମାନେ ହେଲେ ସୁନ୍ଦର ନାଏକ, ଲିଙ୍ଗ ନାଏକ, ନକୁଳ ନାଏକ ଓ ଉପି ଶବର। ଏମାନଙ୍କ ଘର ପଲସ ଗାଁ। ପୁଲିସ ଘଟଣାସ୍ଥଳରେ ଗୋଟିଏ ବାଇକ ଓ ୨ ସାଇକେଲ ଜବତ କରିଛି। ସେମାନଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବାରୁ […]

kalahandi

kalahandi

Manoranjan Sial
  • Published: Saturday, 06 April 2019
  • Updated: 06 April 2019, 10:47 PM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ପଲସ-ପିପଲଗୁଡା ରାସ୍ତାରୁ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଖବର ପାଇ ଜୟପାଟଣା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକମାନେ ହେଲେ ସୁନ୍ଦର ନାଏକ, ଲିଙ୍ଗ ନାଏକ, ନକୁଳ ନାଏକ ଓ ଉପି ଶବର। ଏମାନଙ୍କ ଘର ପଲସ ଗାଁ। ପୁଲିସ ଘଟଣାସ୍ଥଳରେ ଗୋଟିଏ ବାଇକ ଓ ୨ ସାଇକେଲ ଜବତ କରିଛି। ସେମାନଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବାରୁ ହତ୍ୟା କରାଯାଇଥିବା ପୁଲିସ ସନ୍ଦେହ କରୁଛି।
ପୁଲିସ ବର୍ତ୍ତମାନ ଆଖପାଖ ଗାଁକୁ ଯାଇ ଲୋକଙ୍କୁ ପଚରାଉଚରା ଚଳାଇଛି।

ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ମଦ ପିଇବା ପରେ ନିଶାସକ୍ତ ଅବସ୍ଥାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିଥିଲା। ଏହି ଘଟଣାରେ ପୁଲିସ ଜଣଙ୍କୁ ଅଟକ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story