ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ପଲସ-ପିପଲଗୁଡା ରାସ୍ତାରୁ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଖବର ପାଇ ଜୟପାଟଣା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକମାନେ ହେଲେ ସୁନ୍ଦର ନାଏକ, ଲିଙ୍ଗ ନାଏକ, ନକୁଳ ନାଏକ ଓ ଉପି ଶବର। ଏମାନଙ୍କ ଘର ପଲସ ଗାଁ। ପୁଲିସ ଘଟଣାସ୍ଥଳରେ ଗୋଟିଏ ବାଇକ ଓ ୨ ସାଇକେଲ ଜବତ କରିଛି। ସେମାନଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବାରୁ ହତ୍ୟା କରାଯାଇଥିବା ପୁଲିସ ସନ୍ଦେହ କରୁଛି।
ପୁଲିସ ବର୍ତ୍ତମାନ ଆଖପାଖ ଗାଁକୁ ଯାଇ ଲୋକଙ୍କୁ ପଚରାଉଚରା ଚଳାଇଛି।
ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ମଦ ପିଇବା ପରେ ନିଶାସକ୍ତ ଅବସ୍ଥାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗିଥିଲା। ଏହି ଘଟଣାରେ ପୁଲିସ ଜଣଙ୍କୁ ଅଟକ ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।