ଜଳିଗଲା ୪ଟି ମାଛ ଦୋକାନ

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ସ୍ଥିତ କୁଜଙ୍ଗ ଥାନା ଅନ୍ତର୍ଗତ ମାଳହୁଙ୍କା ବଜାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ଟି ମାଛ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଗତରାତିରେ ଏହି ଅଘଟଣ ଘଟିଛି। ସ୍ଥାନୀୟ ଲୋକ ପାଣି ପକାଇ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ହେଲେ ସଫଳ ହୋଇ ନଥିଲେ। ନିଆଁରେ ଲକ୍ଷାଧିକ ଟଙ୍କାର ମାଛ ଓ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଥିଲା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। […]

fire

fire

Jitendra Garnayak
  • Published: Tuesday, 14 May 2019
  • Updated: 14 May 2019, 01:27 PM IST

ପାରାଦୀପ (ରମାକାନ୍ତ ନାୟକ): ପାରାଦୀପ ସ୍ଥିତ କୁଜଙ୍ଗ ଥାନା ଅନ୍ତର୍ଗତ ମାଳହୁଙ୍କା ବଜାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ଟି ମାଛ ଦୋକାନ ପୋଡ଼ି ପାଉଁଶ ହୋଇଯାଇଛି। ଗତରାତିରେ ଏହି ଅଘଟଣ ଘଟିଛି।

ସ୍ଥାନୀୟ ଲୋକ ପାଣି ପକାଇ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ହେଲେ ସଫଳ ହୋଇ ନଥିଲେ। ନିଆଁରେ ଲକ୍ଷାଧିକ ଟଙ୍କାର ମାଛ ଓ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଆଜି ମାଳହୁଙ୍କା ବଜାର ବନ୍ଦ ଡାକରା ଦିଆଯାଇଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story