ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍‌

ସମ୍ୱଲପୁର (ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି। ହୀରାକୁଦରେ ଯେତିକି ପାଣି ପଶୁଛି, ତାର ଅଧା ନିଷ୍କାସନ ହେଉଛି। ଏବେ ୫ ଲକ୍ଷ ୨୪ ହଜାର କ୍ୟୁସେକ୍ ଜଳ ହୀରାକୁଦକୁ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୪୮ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଏବେ ହୀରାକୁଦ ଡ୍ୟାମର ଜଳସ୍ତର ୬୨୧.୫୬ ଫୁଟ ରହିଛି। ଉପରମୁଣ୍ଡ ଛତିଶଗଡ଼ରେ ବର୍ଷା ହେଉଥିବାରୁ […]

hirakud

hirakud

Puspanjali Panda
  • Published: Thursday, 27 August 2020
  • Updated: 27 August 2020, 05:00 PM IST

ସମ୍ୱଲପୁର (ଓଡ଼ିଶା ରିପୋର୍ଟର): ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି। ହୀରାକୁଦରେ ଯେତିକି ପାଣି ପଶୁଛି, ତାର ଅଧା ନିଷ୍କାସନ ହେଉଛି। ଏବେ ୫ ଲକ୍ଷ ୨୪ ହଜାର କ୍ୟୁସେକ୍ ଜଳ ହୀରାକୁଦକୁ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୪୮ ହଜାର କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଏବେ ହୀରାକୁଦ ଡ୍ୟାମର ଜଳସ୍ତର ୬୨୧.୫୬ ଫୁଟ ରହିଛି। ଉପରମୁଣ୍ଡ ଛତିଶଗଡ଼ରେ ବର୍ଷା ହେଉଥିବାରୁ ଜଳସ୍ତର ବଢ଼ିବା ଆଶଙ୍କା ରହିଛି।

ହୀରାକୁଦ ତଳ ମୁଣ୍ଡରେ ବି ପ୍ରବଳ ମାତ୍ରାରେ ଜଳ ପ୍ରବାହ ଜାରି ରହିଛି। ବରମୂଳରେ ୬.୮୩ ଲକ୍ଷ, ମୁଣ୍ଡଳିରେ ୭.୬୦ ଲକ୍ଷ କ୍ୟୁସେକ ପ୍ରବାହିତ ହେଉଥିବାରୁ ହୀରାକୁଦ ପାଣି ତଳ ମୁଣ୍ଡରେ ମିଶିଲେ, ମହାନଦୀ ଫୁଲିବା ଆଶଙ୍କା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story