କାନ୍ଥ ଭୁଶୁଡ଼ି ୪ ଆହତ

ଉମରକୋଟ (କାର୍ତ୍ତିକ ମଲ୍ଲିକ): ବର୍ଷା ଯୋଗୁ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ରାଉଳିଗୁଡ଼ା ଗାଁରେ ଗୋଟିଏ ଘରର କାନ୍ଥ ଭୁଶୁଡ଼ି ଯିବାରୁ ୪ ଜଣ ଆହତ ହୋଇଛନ୍ତି। ଏମାନେ ସମସ୍ତେ ଗୋଟିଏ ପରିବାରର। ସମସ୍ତଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଜଣାପଡ଼ିଛି। ଗତକାଲି ରାତିରେ ସମସ୍ତେ ଘରେ ଶୋଇଥିବା ବେଳେ କାନ୍ଥ ଭୁଶୁଡି ପଡ଼ିଥିଲା। ଏହି ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସାହାଯ୍ୟ […]

narasngpur,,,

narasngpur,,,

Tapaswini Nayak
  • Published: Thursday, 01 August 2019
  • Updated: 01 August 2019, 08:15 AM IST

Sports

Latest News

ଉମରକୋଟ (କାର୍ତ୍ତିକ ମଲ୍ଲିକ): ବର୍ଷା ଯୋଗୁ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ରାଉଳିଗୁଡ଼ା ଗାଁରେ ଗୋଟିଏ ଘରର କାନ୍ଥ ଭୁଶୁଡ଼ି ଯିବାରୁ ୪ ଜଣ ଆହତ ହୋଇଛନ୍ତି। ଏମାନେ ସମସ୍ତେ ଗୋଟିଏ ପରିବାରର। ସମସ୍ତଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଜଣାପଡ଼ିଛି। ଗତକାଲି ରାତିରେ ସମସ୍ତେ ଘରେ ଶୋଇଥିବା ବେଳେ କାନ୍ଥ ଭୁଶୁଡି ପଡ଼ିଥିଲା।

ଏହି ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସାହାଯ୍ୟ ଯୋଗାଇ ଦେବା ପାଇଁ ବିଡିଓଙ୍କ ନିକଟରେ ଗ୍ରାମବାସୀମାନେ ଦାବି କରିଛନ୍ତି। ଏହାସହ କୌଣସି ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ମଧ୍ୟ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story