Athagad
Advertisment
ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ରେଞ୍ଜ୍ କନ୍ଦରପୁର ଗାଁରେ ବାର୍ହା ଆକ୍ରମଣରେ ୪ଜଣ ଗୁରୁତର ଆହତ ହୋଇଛନ୍ତି।
Advertisment
ସମସ୍ତଙ୍କୁ ପ୍ରଥମେ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସମସ୍ତଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଆଜି ସକାଳେ ସମସ୍ତେ ଗାଧୋଇବାକୁ ଯିବାବେଳେ ବାର୍ହାଟି ଆକ୍ରମଣ କରିଥିଲା।
ବାର୍ହାଟି ଗାଁରେ ବୁଲୁଥିବାରୁ ଗାଁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବାର୍ହାକୁ ଘଉଡ଼ାଇବାକୁ ଉଦ୍ୟମ ଚଳାଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2018/08/Athagad.jpg)