ଛାତ ଭୁଶୁଡ଼ି ୪ ନାବାଳକ ଆହତ

ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ସୁକିନ୍ଦାଗଡ଼ ହରିଜନ ସାହିରେ ଏକ ଘରେ ଖେଳୁଥିବା ବେଳେ ଛାତ ଭୁଶୁଡି ପଡ଼ିବାରୁ ଚାରି ନାବାଳକ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ସୁକିନ୍ଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁଇ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡ଼ିକାଲ୍‌ ସ୍ଥାନାନ୍ତରିତ କରାଯାଇଛି। ଆହତମାନଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

foof-collaps

foof-collaps

Manoranjan Sial
  • Published: Thursday, 02 May 2019
  • Updated: 02 May 2019, 04:45 PM IST

Sports

Latest News

ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ସୁକିନ୍ଦାଗଡ଼ ହରିଜନ ସାହିରେ ଏକ ଘରେ ଖେଳୁଥିବା ବେଳେ ଛାତ ଭୁଶୁଡି ପଡ଼ିବାରୁ ଚାରି ନାବାଳକ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ସୁକିନ୍ଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁଇ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡ଼ିକାଲ୍‌ ସ୍ଥାନାନ୍ତରିତ କରାଯାଇଛି।

ଆହତମାନଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos