Advertisment

ରାଜ୍ୟରେ ମିଳିବ ମାଗଣା କରୋନା ଟିକା; ଜାଣନ୍ତୁ ପ୍ରଥମେ କିଏ ପାଇବ?

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର କରୋନା ଯୋଦ୍ଧାଙ୍କୁ ମିଳିବ ମାଗଣାରେ ଟିକା। ମାଗଣା ଟିକା ମିଳିବା ନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ରାଜ୍ୟରେ ୩ଟି ପର୍ଯ୍ୟାୟଭୁକ୍ତ ଯୋଦ୍ଧାଙ୍କୁ ମାଗଣା ଟିକା ମିଳିବ। ପ୍ରଥମେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ ଆଦି ଯୋଦ୍ଧାଙ୍କୁ ମିଳିବ ମାଗଣା ଟିକା। ଏହାପରେ ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀଙ୍କୁ ମିଳିବ ମାଗଣା ଟିକା। ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ମାଗଣାରେ ଟିକା ଦିଆଯିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ […]

ରାଜ୍ୟରେ ମିଳିବ ମାଗଣା କରୋନା ଟିକା; ଜାଣନ୍ତୁ ପ୍ରଥମେ କିଏ ପାଇବ?

cdd

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର କରୋନା ଯୋଦ୍ଧାଙ୍କୁ ମିଳିବ ମାଗଣାରେ ଟିକା। ମାଗଣା ଟିକା ମିଳିବା ନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ।

Advertisment

ରାଜ୍ୟରେ ୩ଟି ପର୍ଯ୍ୟାୟଭୁକ୍ତ ଯୋଦ୍ଧାଙ୍କୁ ମାଗଣା ଟିକା ମିଳିବ। ପ୍ରଥମେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ ଆଦି ଯୋଦ୍ଧାଙ୍କୁ ମିଳିବ ମାଗଣା ଟିକା। ଏହାପରେ ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀଙ୍କୁ ମିଳିବ ମାଗଣା ଟିକା। ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ମାଗଣାରେ ଟିକା ଦିଆଯିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।

ଦେଶରେ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବାକୁ କେନ୍ଦ୍ର ପକ୍ଷରୁ ଯୋଜନା କରାଯାଇଛି। ଜାନୁଆରୀ ଭିତରେ ଟିକାକରଣ ଆରମ୍ଭ ହେବା ନେଇ ଆଶା ବ୍ୟକ୍ତ କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe