୫ମାସ ମାଗଣା ମିଳିବ ଡାଲି ଓ ଚାଉଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀରେ ସାଧାରଣ ଲୋକଙ୍କ ଜୀବିକା ବିପନ୍ନ ହୋଇଥିବାବେଳେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ମାସ ମାଗଣାରେ ଡାଲି ଓ ଚାଉଳ ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି । ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଗାମୀ ନଭେମ୍ବର ମାସ ପର୍ଯ୍ୟନ୍ତ ମାଗଣାରେ ଡାଲି ଓ ଚାଉଳ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ […]

rice

rice

Tapas Behera
  • Published: Tuesday, 21 July 2020
  • Updated: 21 July 2020, 07:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀରେ ସାଧାରଣ ଲୋକଙ୍କ ଜୀବିକା ବିପନ୍ନ ହୋଇଥିବାବେଳେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ମାସ ମାଗଣାରେ ଡାଲି ଓ ଚାଉଳ ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି । ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଗାମୀ ନଭେମ୍ବର ମାସ ପର୍ଯ୍ୟନ୍ତ ମାଗଣାରେ ଡାଲି ଓ ଚାଉଳ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ କରୋନା ସଂକ୍ରମଣ ଓ ଏଥିଯୋଗୁ ଲକଡାଉନ୍ ଓ ସଟଡାଉନ୍ ଗରିବ ଲୋକଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ  ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫କିଲୋ ଲେଖାଏ ଚାଉଳ ୫ମାସ ପାଇଁ ମାଗଣା ଯୋଗାଇ ଦିଆଯିବ।

ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ ବୋଲି ପ୍ରେସ୍ ରିଲିଜରେ କୁହାଯାଇଛି।
ଏହି ଘୋଷଣା ଅନୁସାରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସୁବିଧାରୁ ବାଦ୍ ପଡ଼ିଥିବା ପ୍ରାୟ ୧୨ଲକ୍ଷ ହିତାଧିକାରୀ ଉପକୃତ ହେବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story