କାଲି ମାଗଣାରେ ମୋ’ ବସ୍‌ରେ ଯାତ୍ରା କରିବେ ମହିଳା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଆସନ୍ତାକାଲି ‘ମୋ ବସ୍‌’ରେ ମହିଳାମାନେ ମାଗଣାରେ ଯାତ୍ରା କରିପାରିବେ। ଏନେଇ ମୋ ବସ୍ ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (CRUT)ର ଜେନେରାଲ ମ୍ୟାନେଜର ଦିପ୍ତୀ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ ଥିବାରୁ ଯାତ୍ରା ଲାଗି ମହିଳାଙ୍କୁ କୌଣସି ଟଙ୍କା ଦେବାକୁ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଦିପ୍ତୀ ମହାପାତ୍ର। ସୂଚନାଯୋଗ୍ୟ, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧା ରୁଟ୍‌ରେ […]

mo-bus-1

mo-bus-1

Niharika Rout
  • Published: Saturday, 07 March 2020
  • Updated: 07 March 2020, 08:23 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଆସନ୍ତାକାଲି ‘ମୋ ବସ୍‌’ରେ ମହିଳାମାନେ ମାଗଣାରେ ଯାତ୍ରା କରିପାରିବେ। ଏନେଇ ମୋ ବସ୍ ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (CRUT)ର ଜେନେରାଲ ମ୍ୟାନେଜର ଦିପ୍ତୀ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ ଥିବାରୁ ଯାତ୍ରା ଲାଗି ମହିଳାଙ୍କୁ କୌଣସି ଟଙ୍କା ଦେବାକୁ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଦିପ୍ତୀ ମହାପାତ୍ର।

ସୂଚନାଯୋଗ୍ୟ, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧା ରୁଟ୍‌ରେ ୨୦୦ଟି ‘ମୋ ବସ୍‌’ ଚାଲୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos