ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାକୁ ମୁକାବିଲା ପାଇଁ ସାନିଟାଇଜର ଓ ମାସ୍କ ବ୍ୟବହାର ଉପରେ ଗୁରତ୍ୱ ଦିଆଯାଉଛି। ଏହିପରିପ୍ରେକ୍ଷୀରେ ସାନିଟାଇଜର ଆବଶ୍ୟକତା ଅନେକ ରହିଛି । ସାନିଟାଇଜର ଅଭାବ ଜନିତ ସମସ୍ୟାକୁ ସଜାଡିବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି କ୍ରମରେ ପେରନଡ୍ ରିଚାର୍ଡ଼ ଇଣ୍ଡିଆ ଫାଉଣ୍ଡେସନ୍ ପକ୍ଷରୁ ମାଗଣାରେ ସାନିଟାଇଜର ବଣ୍ଟନ କରାଯାଉଛି। ଏହି ଫାଉଣ୍ଡେସନ୍ ପକ୍ଷରୁ ଓଡ଼ିଶା ଷ୍ଟେଟ୍ ବେଭେରେଜସ୍ କର୍ପୋରେଶନ୍ ଲିଭିଟେଡ (OSBCL) କୁ ମାଗଣାରେ ସାନିଟାଇଜର ଯୋଗାଇ ଦିଆଯାଇଛି। OSBCL ଏହି ସାନିଟାଇଜର ଗୁଡ଼ିକୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ବଣ୍ଟନ କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।