ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ। ହୃଦରୋଗରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଖବର ପ୍ରକାଶ ପାଇବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କର ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

bhabani-charan

bhabani-charan

Manoranjan Sial
  • Published: Wednesday, 25 March 2020
  • Updated: 25 March 2020, 06:05 PM IST

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story