୧୯ରେ ୩୪ ବୁଥରେ ସାନି ମତଦାନ, ୧୦ ଜିଲ୍ଲାପାଳଙ୍କୁ ଜଣାଇଲେ ସିଇଓ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ତାରିଖରେ ରାଜ୍ୟର ୧୦ଟି ଜିଲ୍ଲାର ୩୪ଟି ବୁଥରେ ସାନି ମତଦାନ ହେବ। ତୃତୀୟ ପର୍ଯ୍ୟାୟ ନିର୍ବାଚନର ୧୨ଟି ବୁଥ୍ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ୨୨ଟି ବୁଥରେ ଏହି ମତଦାନ ହେବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାର ଆଜି ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ୧୯ତାରିଖରେ ସାନି ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କଟକ, ଦେବଗଡ଼, ପୁରୀ, ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, […]

61-per-cent-voter-turnout-in-third-phase-polling-in-odisha

Manoranjan Sial
  • Published: Tuesday, 14 May 2019
  • Updated: 14 May 2019, 08:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ତାରିଖରେ ରାଜ୍ୟର ୧୦ଟି ଜିଲ୍ଲାର ୩୪ଟି ବୁଥରେ ସାନି ମତଦାନ ହେବ। ତୃତୀୟ ପର୍ଯ୍ୟାୟ ନିର୍ବାଚନର ୧୨ଟି ବୁଥ୍ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ୨୨ଟି ବୁଥରେ ଏହି ମତଦାନ ହେବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାର ଆଜି ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ୧୯ତାରିଖରେ ସାନି ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

କଟକ, ଦେବଗଡ଼, ପୁରୀ, ଅନୁଗୁଳ, କେନ୍ଦୁଝର, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାର ୩୪ଟି ବୁଥରେ ସାନି ଭୋଟିଂ ହେବ। ଏଥିରେ ସର୍ବାଧିକ ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲ୍ଲାର ବ୍ରହ୍ମଗିରି ବିଧାନସଭା ଆସନର କମାଶାସନ-୨ ଓ ବାଘମୁଣ୍ଡାର ଗାଦିବ୍ରହ୍ମ ପ୍ରାଥମିକ ସ୍କୁଲ ଏବଂ ସତ୍ୟବାଦୀ ବିଧାନସଭା ଆସନର ବୀରକେଶରୀପୁରସ୍ଥିତ ବଳଭଦ୍ରପୁର ନୋଡାଲ ୟୁପି ସ୍କୁଲ ବୁ୍ଥ୍ ସାମିଲ ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story