ଆଜିଠୁ ଶିମିଳିପାଳରେ ବାଘ ଗଣନା

କରଞ୍ଜିଆ(ଓଡ଼ିଶା ରିପୋର୍ଟର): ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେଉଛି ବାଘ ଗଣନା। ୪ଟି ପର୍ଯ୍ୟାୟରେ ୭ ଦିନ ପର୍ଯ୍ୟନ୍ତ ଚାଲିବ ବାଘ ଗଣନା। ପ୍ରଥମ ପର୍ଯ୍ୟାୟରେ କରଞ୍ଜିଆ ବନଖଣ୍ଡର ୫୫ ଓ ବନ୍ୟପ୍ରାଣୀ ବନଖଣ୍ଡ ଉତ୍ତର ଡିଭିଜନର ୭୦ ଜାଗାରେ ଗଣନା ହେବ। ଏଥିପାଇଁ  ୫ ଶହରୁ ଅଧିକ କ୍ୟାମେରା ନିୟୋଜିତ କରାଯିବା। ଏହାସହ ନୂଆ ଟେକ୍ନୋଲୋଜିର ଉପଯୋଗରେ କୋର୍ ଓ ବଫର ଏରିଆ ସହିତ ଶିମିଳିପାଳ ପାଦ ଦେଶରେ ବାଘ ଗଣନା କରାଯିବ। କ୍ୟାମେରାରେ ବାଘର […]

Tiger

Tiger

Tapaswini Nayak
  • Published: Friday, 26 November 2021
  • Updated: 26 November 2021, 09:51 AM IST

Sports

Latest News

କରଞ୍ଜିଆ(ଓଡ଼ିଶା ରିପୋର୍ଟର): ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟରେ ଆରମ୍ଭ ହେଉଛି ବାଘ ଗଣନା। ୪ଟି ପର୍ଯ୍ୟାୟରେ ୭ ଦିନ ପର୍ଯ୍ୟନ୍ତ ଚାଲିବ ବାଘ ଗଣନା। ପ୍ରଥମ ପର୍ଯ୍ୟାୟରେ କରଞ୍ଜିଆ ବନଖଣ୍ଡର ୫୫ ଓ ବନ୍ୟପ୍ରାଣୀ ବନଖଣ୍ଡ ଉତ୍ତର ଡିଭିଜନର ୭୦ ଜାଗାରେ ଗଣନା ହେବ। ଏଥିପାଇଁ  ୫ ଶହରୁ ଅଧିକ କ୍ୟାମେରା ନିୟୋଜିତ କରାଯିବା।

ଏହାସହ ନୂଆ ଟେକ୍ନୋଲୋଜିର ଉପଯୋଗରେ କୋର୍ ଓ ବଫର ଏରିଆ ସହିତ ଶିମିଳିପାଳ ପାଦ ଦେଶରେ ବାଘ ଗଣନା କରାଯିବ। କ୍ୟାମେରାରେ ବାଘର ପାଦଚିହ୍ନ  ଓ ଅନ୍ୟାନ୍ୟ ଆନୁଷଙ୍ଗିକ ସରକାରୀ ନିୟମ ଅନୁଯାୟୀ ଗଣନା କାର୍ଯ୍ୟ ହେବ ।

ସୂଚନାଯୋଗ୍ୟ,  ମହାମାରୀ କରୋନା ପାଇଁ ଦୀର୍ଘ ଦିନ ବନ୍ଦ ରହିଥିଲା ଶିମିଳିପାଳ ଅଭୟାରଣ୍ୟ। କରୋନାର କୋପ କମିବା ପରେ ନଭେମ୍ବର ୧ ତାରିଖରେ ଅଭୟାରଣ୍ୟ ଖୋଲିଥିଲା। ତେବେ ଲଘୁଚାପ ବର୍ଷା ଯୋଗୁ ଅଭୟାରଣ୍ୟକୁ ପୁଣି ଥରେ ବନ୍ଦ କରି ଦିଆଯାଇଥିଲା।  ବର୍ଷା ଛାଡ଼ିବା ପରେ ପୁଣି ଥରେ ପର୍ଯ୍ୟଟକଙ୍କ ପାଇଁ   ଶିମିଳିପାଳ ଅଭୟାରଣ୍ୟ ଖୋଲିଥିଲା ।

ଚଳିତ ବର୍ଷ ଶିମିଳିପାଳକୁ ପ୍ଲାଷ୍ଟିକମୁକ୍ତ ଘୋଷଣା କରାଯାଇଛି। ପର୍ଯ୍ୟଟକମାନେ କୌଣସି ପ୍ଲାଷ୍ଟିକ ସାମଗ୍ରୀ ନେଇ ଭିତରକୁ ପ୍ରବେଶ କରିପାରିବେ ନାହିଁ । ତା’ ସହିତ ଦହନଶୀଳ ପଦାର୍ଥ ଓ ମାଦକ ଦ୍ରବ୍ୟ ଉପରେ ମଧ୍ୟ ଲଗାଯାଇଛି କଟକଣା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story