ଆସନ୍ତା ଶିକ୍ଷା ବର୍ଷରୁ ଓଡ଼ିଆରେ ପଢାଯିବ ଇଞ୍ଜିନିୟରିଂ ଶିକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଶିକ୍ଷା ବର୍ଷରୁ ଓଡ଼ିଆରେ ପଢାଯିବ ଇଞ୍ଜିନିୟରିଂ ଶିକ୍ଷା । ଏନେଇ AICTE ପକ୍ଷରୁ ମିଳିଛି ଗ୍ରୀନ୍  ସିଗନାଲ୍ । ନିକଟରେ ଅଲ୍ ଇଣ୍ଡିଆ କାଉନ୍‌ସିଲ୍  ଫର୍ ଟେକ୍ନିକାଲ ଏଜୁକେସନ,AICTE ଏବଂ ରାଜ୍ୟ ଭିତରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢାଇବାକୁ ନେଇ ବୈଠକରେ ହୋଇଛି ନିଷ୍ପତ୍ତି । ଏଥିଲାଗି ଓଡ଼ିଆରେ ଇଞ୍ଜିନିୟରିଂ ପାଠ୍ୟ ପୁସ୍ତକ ପ୍ରସ୍ତୁତ କରାଯିବ । ଓଡିଆ ଭାଷା ଓ ଗବେଷଣା ସଂସ୍ଥାର ତତ୍ତ୍ୱାବଧାନରେ […]

students

students

Tapas Behera
  • Published: Sunday, 19 September 2021
  • Updated: 19 September 2021, 07:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଶିକ୍ଷା ବର୍ଷରୁ ଓଡ଼ିଆରେ ପଢାଯିବ ଇଞ୍ଜିନିୟରିଂ ଶିକ୍ଷା । ଏନେଇ AICTE ପକ୍ଷରୁ ମିଳିଛି ଗ୍ରୀନ୍  ସିଗନାଲ୍ । ନିକଟରେ ଅଲ୍ ଇଣ୍ଡିଆ କାଉନ୍‌ସିଲ୍  ଫର୍ ଟେକ୍ନିକାଲ ଏଜୁକେସନ,AICTE ଏବଂ ରାଜ୍ୟ ଭିତରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢାଇବାକୁ ନେଇ ବୈଠକରେ ହୋଇଛି ନିଷ୍ପତ୍ତି । ଏଥିଲାଗି ଓଡ଼ିଆରେ ଇଞ୍ଜିନିୟରିଂ ପାଠ୍ୟ ପୁସ୍ତକ ପ୍ରସ୍ତୁତ କରାଯିବ ।

ଓଡିଆ ଭାଷା ଓ ଗବେଷଣା ସଂସ୍ଥାର ତତ୍ତ୍ୱାବଧାନରେ ପାଠ୍ୟ ପୁସ୍ତକ ପ୍ରସ୍ତୁତି ହେବ ଖୁବ ଶୀଘ୍ର ଏନେଇ ସଂସ୍ଥା, କମିଟି ଗଠନ କରି ଅନୁବାଦ କାମ ଆରମ୍ଭ କରିବ । ତେବେ ଇଞ୍ଜିନିୟରିଂ ଟର୍ମ ଗୁଡିକରେ ବିଶେଷ ପରିବର୍ତ୍ତନ ନହୋଇ କେବଳ ସରଳ ଭାଷାରେ ଅନୁବାଦ ହେବ । ଉଦ୍ଦେଶ୍ୟ ପଛୁଆ ଅଞ୍ଚଳର ପିଲାଙ୍କ ଇଞ୍ଜିନିୟର ହେବା ସ୍ୱପ୍ନରେ ଯେପରି ଇଂରାଜୀ ଭାଷା ବାଧକ ନସାଜୁ । ସେପଟେ ଓଡିଶା ଘରୋଇ ଇଞ୍ଜିନିୟରିଂ କଲେଜ ସଂଘ, ଓପେକାର କହିବା ହେଲା ଏହାଦ୍ୱାରା ଫାଙ୍କା ପଡୁଥିବା ଇଞ୍ଜିନିୟରିଂ ସିଟ୍ ଗୁଡିକ ପୂରଣ ହୋଇପାରିବ। ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ଶିକ୍ଷାଦାନକୁ ନୂଆ ଜାତୀୟ ଶିକ୍ଷାନୀତିରେ ଗୁରୁତ୍ୱ ଦିଆଯାଇଛି।  ଓଡ଼ିଆରେ ପଢ଼ାଇବା ବ୍ୟବସ୍ଥା ହେଲେ ପଛୁଆ ଅଞ୍ଚଳର ଛାତ୍ରଛାତ୍ରୀ ବିଶେଷ ଲାଭପ୍ରଦ ହୋଇପାରିବେ ।

ପୂର୍ବରୁ ତାମିଲ, ତେଲୁଗୁ, ମାଲାୟଲମ୍, କନ୍ନଡ, ମରାଠୀ, ଗୁଜୁରାଟୀ, ବେଙ୍ଗଲୀ, ହିନ୍ଦୀ ଭଳି ୮ଟି ଭାଷାରେ ଇଞ୍ଜିନିୟରିଂ ପାଠ ପଢାଯାଉଛି। ଏବେ ନବମ ଭାଷା ଭାବେ ଓଡ଼ିଆରେ ଇଞ୍ଜିନିୟରିଂ ପଢାଯିବ । ତେବେ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ଭିତରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି।  ରାଜ୍ୟରେ ୮୮ଟି ଘରୋଇ ଓ ୮ଟି ସରକାରୀ ଇଞ୍ଜିନିୟରିଂ କଲେଜ ରହିଛି। ପ୍ରତିବର୍ଷ ପ୍ରାୟ ୩୦ରୁ ୩୫ ହଜାର ଛାତ୍ର ଛାତ୍ରୀ ଆଡମିଶନ ନେଇଥିବାବେଳେ ପ୍ରାୟ ୧୦ ହଜାର ସିଟ୍  ଖାଲି ପଡୁଛି। ଏପଟେ ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ଶିକ୍ଷାଦାନର ରୂପରେଖ ପ୍ରସ୍ତୁତ ଲାଗି ଆସନ୍ତା ୨୫ ତାରିଖରେ ଚୂଡାନ୍ତ ବୈଠକ ବସିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story