ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଆଜିଠାରୁ ୬ ଦିନିଆ ପଶ୍ଚିମ ଓଡ଼ିଶା ବନ୍ଦ

<p>ସମ୍ବଲପୁର(ଓଡ଼ିଶା ରିପୋର୍ଟର): ପୁଣି ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ। ଆଜିଠାରୁ ୬ ଦିନିଆ ବନ୍ଦ ଡାକରା ଦେଇଛି ପଶ୍ଚିମ ଓଡ଼ିଶା ଓକିଲ ସଂଘ। ସଂଘର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି&nbsp; ପକ୍ଷରୁ କୁହାଯାଇଛି ଯେ- ୧୯ରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି କୋର୍ଟ ଖୋଲା ରହିବ ନାହିଁ। ଏହି ସମୟରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସବୁ ଅଫିସ୍ ମଧ୍ୟ ବନ୍ଦ ରଖାଯିବ। ଏହା ସହିତ ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ବନ୍ଦ ରହିବ। ତେବେ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା ଓ ବ୍ୟାବସାୟିକ ପ୍ରତିଷ୍ଠାନକୁ ବନ୍ଦରୁ ବାଦ୍ ଦିଆଯାଇଛି। ଏହା ସହିତ ଯାନ ବାହନ ଚଳାଚଳ ମଧ୍ୟ ସ୍ୱାଭାବିକ ରହିବ ବୋଲି ଓକିଲ ସଂଘ ପକ୍ଷରୁ କୁହାଯାଇଛି।</p>

Ordigital Desk
  • Published: Monday, 19 February 2018
  • Updated: 19 February 2018, 09:55 AM IST

Sports

Latest News

<p>ସମ୍ବଲପୁର(ଓଡ଼ିଶା ରିପୋର୍ଟର): ପୁଣି ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ। ଆଜିଠାରୁ ୬ ଦିନିଆ ବନ୍ଦ ଡାକରା ଦେଇଛି ପଶ୍ଚିମ ଓଡ଼ିଶା ଓକିଲ ସଂଘ। ସଂଘର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି&nbsp; ପକ୍ଷରୁ କୁହାଯାଇଛି ଯେ- ୧୯ରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି କୋର୍ଟ ଖୋଲା ରହିବ ନାହିଁ। ଏହି ସମୟରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସବୁ ଅଫିସ୍ ମଧ୍ୟ ବନ୍ଦ ରଖାଯିବ। ଏହା ସହିତ ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ବନ୍ଦ ରହିବ। ତେବେ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା ଓ ବ୍ୟାବସାୟିକ ପ୍ରତିଷ୍ଠାନକୁ ବନ୍ଦରୁ ବାଦ୍ ଦିଆଯାଇଛି। ଏହା ସହିତ ଯାନ ବାହନ ଚଳାଚଳ ମଧ୍ୟ ସ୍ୱାଭାବିକ ରହିବ ବୋଲି ଓକିଲ ସଂଘ ପକ୍ଷରୁ କୁହାଯାଇଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos