ଆସନ୍ତାକାଲିଠାରୁ ବୟସ୍କ ନେବେ ଟିକା, ପ୍ରାଇଭେଟ ହସ୍ପିଟାଲରେ ୨୫୦ ଟଙ୍କା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆସନ୍ତାକାଲିଠାରୁ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଲୋକଙ୍କ ଟିକାକରଣ ହେବ।  ୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେବେ।  ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ।  ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଟିକା ଦିଆଯିବ।  ସରକାରୀ ହସ୍ପିଟାଲରେ ଏହି ଟିକା ମାଗଣାରେ ମିଳିବାକୁ ଥିବା ବେଳେ ପ୍ରାଇଭେଟ ହସ୍ପିଟାଲରେ […]

jevaccine

jevaccine

Tapas Behera
  • Published: Sunday, 28 February 2021
  • Updated: 28 February 2021, 02:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆସନ୍ତାକାଲିଠାରୁ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଲୋକଙ୍କ ଟିକାକରଣ ହେବ।  ୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେବେ।  ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ।  ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଟିକା ଦିଆଯିବ।  ସରକାରୀ ହସ୍ପିଟାଲରେ ଏହି ଟିକା ମାଗଣାରେ ମିଳିବାକୁ ଥିବା ବେଳେ ପ୍ରାଇଭେଟ ହସ୍ପିଟାଲରେ ପ୍ରତି ଡୋଜକୁ ଦେବାକୁ ପଡ଼ିବ ୨୫୦ ଟଙ୍କା ।

ଯିଏ ଟିକା ନେବ, ସେ COWIN ପୋର୍ଟାଲରେ ପଂଜୀକରଣ କରିବେ । ଯିଏ ପଂଜୀକରଣ କରିନଥିବ, ଅନ୍ ସାଇଟ୍ ପଂଜୀକରଣ କରି ଟିକା ନେଇପାରିବେ । ଟିକା ନେବା ବ୍ୟକ୍ତ ନିଜେ ଟିକା କରଣ କେନ୍ଦ୍ର ବାଛି ପାରିବେ। ସେପଟେ ଭୁବନେଶ୍ୱରରେ ଟିକାକରଣ ପାଇଁ ୨୨ଟି ହସ୍ପିଟାଲ ମନୋନୀତ ହୋଇଛି। ୧୨ଟି ସରକାରୀ ଏବଂ ୧୦ଟି ଘରୋଇ ହସ୍ପିଟାଲରେ ଦିଆଯିବ ଟିକା।

ସେଥିରୁ ଘରୋଇ ହସପିଟାଲ ଗୁଡ଼ିକ ହେଲା ସମ୍, କିମ୍ସ, କଳିଙ୍ଗ, ବ୍ଲୁ ହ୍ୱିଲ୍‌, ଆଦିତ୍ୟ ଅଶ୍ୱିନୀ, ଆମ୍ରି, ଉତ୍କଳ, ନୀଳାଚଳ, କେୟାର ଓ ହାଇଟେକ୍ ହସପିଟାଲ। ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ସୋମବାର ଠାରୁ ଘରୋଇ ହସ୍ପିଟାଲ ପାଇଁ ନାମ ପଂଜୀକରଣ କରିହେବ। ଘରୋଇ ହସ୍ପିଟାଲରେ ଟିକା ନେବାକୁ କୋୱିନ ୨.୦ରେ ପଂଜୀକରଣ କରାଯାଇପାରିବ ବୋଲି ବିଏମସି କମିଶନର ସୂଚନା ଦେଇଛନ୍ତି। ଘରୋଇ ହସ୍ପିଟାଲରେ ଟିକା ପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story