ଆସନ୍ତାକାଲିଠାରୁ ଆରମ୍ଭ ହେବ ଖରିଫ୍‌ ଧାନ ସଂଗ୍ରହ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ଆରମ୍ଭ ହେବ ଚଳିତବର୍ଷର ଖରିଫ୍ ଧାନ ସଂଗ୍ରହ। କଳାହାଣ୍ଡିରୁ ଏହି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଉତ୍ତରାଞ୍ଚଳ ଆରଡିସିଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର। ବୈଠକରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ ଅଧୀନରେ ଥିବା ଜିଲ୍ଲା ସମେତ ମୋଟ ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଯୋଗାଣ ଅଧିକାରୀ ଉପସ୍ଥିତ ଥିଲେ। ଚଳିତବର୍ଷର ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ କିପରି […]

dhana-mandi

dhana-mandi

Rakesh Mallick
  • Published: Tuesday, 31 October 2017
  • Updated: 31 October 2017, 04:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ଆରମ୍ଭ ହେବ ଚଳିତବର୍ଷର ଖରିଫ୍ ଧାନ ସଂଗ୍ରହ। କଳାହାଣ୍ଡିରୁ ଏହି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଉତ୍ତରାଞ୍ଚଳ ଆରଡିସିଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର।

ବୈଠକରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ ଅଧୀନରେ ଥିବା ଜିଲ୍ଲା ସମେତ ମୋଟ ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଯୋଗାଣ ଅଧିକାରୀ ଉପସ୍ଥିତ ଥିଲେ। ଚଳିତବର୍ଷର ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ କିପରି ବ୍ୟବସ୍ଥିତ କରାଯାଇପାରିବ ଏବଂ ଚାଷୀମାନଙ୍କୁ କିପରି ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ କରାଯାଇପାରିବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos