୧୨ ଘଣ୍ଟିଆ ଜି. ଉଦୟଗିରି ବନ୍ଦ

<p>ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଅଞ୍ଚଳ ପ୍ରତି ସରକାରଙ୍କ ଚରମ ଅବହେଳା ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଅଞ୍ଚଳରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରଶାସନ କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି। ଜି.ଉଦୟଗିରିକୁ ଉପଖଣ୍ଡର ସ୍ଥାୟୀ ମାନ୍ୟତା ଦେବା ସହ ୧୪ ଦଫା ଦାବି କରି ବିଜେପି ଏହି ବନ୍ଦ ଡାକରା ଦେଇଛି। ବନ୍ଦ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ସମେତ ବାର ଆସୋସିଏସନ୍ ଓ ବ୍ୟବସାୟୀ ସଂଘ ସମର୍ଥନ ଜଣାଇଛନ୍ତି।</p>

Ordigital Desk
  • Published: Tuesday, 30 January 2018
  • Updated: 30 January 2018, 10:38 AM IST
<p>ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଅଞ୍ଚଳ ପ୍ରତି ସରକାରଙ୍କ ଚରମ ଅବହେଳା ପ୍ରତିବାଦରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଅଞ୍ଚଳରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରଶାସନ କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି। ଜି.ଉଦୟଗିରିକୁ ଉପଖଣ୍ଡର ସ୍ଥାୟୀ ମାନ୍ୟତା ଦେବା ସହ ୧୪ ଦଫା ଦାବି କରି ବିଜେପି ଏହି ବନ୍ଦ ଡାକରା ଦେଇଛି। ବନ୍ଦ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ସମେତ ବାର ଆସୋସିଏସନ୍ ଓ ବ୍ୟବସାୟୀ ସଂଘ ସମର୍ଥନ ଜଣାଇଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos