ବଲାଙ୍ଗୀର: ଆଷାଢ ଯାଇ ଶ୍ରାବଣ ମାସର ଅଧା ଯିବାକୁ ବସିଲାଣି କିନ୍ତୁ ବଲାଙ୍ଗିର ଜିଲ୍ଳାରେ ବର୍ଷାର ଦେଖାନାହିଁ। ବର୍ଷା ଅଭାବରୁ ଧାନ ପହ୍ଲା ମରିବାକୁ ବସିଛି। ତେଣୁ ବଲାଙ୍ଗିର ଜିଲ୍ଳାକୁ ସଂପୂର୍ଣ୍ଣ ଗଜା ମରୁଡି ଜିଲ୍ଳା ଭାବରେ ଘୋଷଣା କରିବା ପାଇଁ ଦାବି କରିଛି ଜିଲ୍ଳା କୃଷକ ମହାସଂଘ। ସଂଘର ସଭାପତି ସୁଧୀର କୁମାର ପରିଚ୍ଛାଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଜିଲ୍ଳାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେବା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଳାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସଂପୂର୍ଣ୍ଣ ଗଜା ମରୁଡି ଜିଲ୍ଳା ଘୋଷଣା ସହିତ କୃଷି ବୀମାର ସମୟ ସୀମା ବୃଦ୍ଧି କରିବା ପାଇଁ ଦାବି କରିଛି କୃଷକ ମହାସଂଘ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।