ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି; ୬ରେ ଗଜପତି ବନ୍ଦ

ପାରଳାଖେମୁଣ୍ଡି (ଆଦର୍ଶ ଦାସ): କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ୍‌ ସ୍କୁଲ୍‌ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ତେଜୁଛି ଆନ୍ଦୋଳନ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ତାର ସହଯୋଗୀ ରାଧେ ଗିରଫ ହେବା ପରେ ବି ଆନ୍ଦୋଳନ ଥମିବାର ନାଁ ଧରୁନାହିଁ। ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ଗର୍ଜୁଥିବା ବେଳେ ଆସନ୍ତା ୬ ତାରିଖରେ ବିଜେପି ପକ୍ଷରୁ ଗଜପତି ଜିଲ୍ଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। […]

bjp-pressmeet

bjp-pressmeet

Tapaswini Nayak
  • Published: Thursday, 04 November 2021
  • Updated: 04 November 2021, 02:10 PM IST

Sports

Latest News

ପାରଳାଖେମୁଣ୍ଡି (ଆଦର୍ଶ ଦାସ): କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍ ପବ୍ଲିକ୍‌ ସ୍କୁଲ୍‌ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ତେଜୁଛି ଆନ୍ଦୋଳନ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ତାର ସହଯୋଗୀ ରାଧେ ଗିରଫ ହେବା ପରେ ବି ଆନ୍ଦୋଳନ ଥମିବାର ନାଁ ଧରୁନାହିଁ। ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ଗର୍ଜୁଥିବା ବେଳେ ଆସନ୍ତା ୬ ତାରିଖରେ ବିଜେପି ପକ୍ଷରୁ ଗଜପତି ଜିଲ୍ଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ ସଂପୃକ୍ତି ରହିଛି। ହେଲେ ସରକାର ତାଙ୍କୁ ଘଣ୍ଟ ଘୁଡ଼ାଉଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ୬ତାରିଖରେ ଗଜପତି ଜିଲ୍ଲା ଡାକରା ଦେଇଛୁ। ଏହି ବନ୍ଦକୁ ସଫଳ କରିବାକୁ ସମସ୍ତେ ସହଯୋଗ କରିବାକୁ ବିଧାୟକ ନିବେଦନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story