ପୁରୀ: କେନ୍ଦ୍ରାପଡ଼ାର ନିଲମ୍ୱିତ ଏସପି ସତୀଶ ଗଜଭିମ୍ଭେଙ୍କ ବିବାଦୀୟ ଜମି ସମ୍ପର୍କରେ ଅଧିକ ତଥ୍ୟ ପାଇଁ ଭିଜିଲାନ୍ସର ଏକ ଟିମ୍ ଆଜି ପୁରୀ ଜିଲ୍ଲାର ଗୋପରେ ପହଞ୍ଚି ଛାନ୍ ଭିନ୍ ଆରମ୍ଭ କରିଛି। କଟକ ଭିଜିଲାନ୍ସ ଡିଏସପି କେ.ନାୟକ, ପୁରୀ ଭିଜିଲାନ୍ସ ଡିଏସପି କେ.ଦ୍ୱିବେଦୀ ଏବଂ ଜଣେ ଇନସ୍ପେକ୍ଟରଙ୍କ ସମେତ ଭିଜିଲାନ୍ସର ୫ଜଣିଆ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଜମି ଓ ପୋଖରୀର ମାପଚୁପ କରିଥିଲା। ସେହିପରି କେତେ ମାଛ ଚାଷ ହୋଇଛି ଓ ଏଥିପାଇଁ କେତେ ଅର୍ଥ ଖର୍ଚ୍ଚ ହୋଇଛି ସେ ନେଇ ମଧ୍ୟ ଆକଳନ କରାଯାଉଛି। ଭିଜିଲାନ୍ସ ଟିମ୍ ସହ ଗୋପର ଅତିରିକ୍ତ ତହସିଲଦାର, ସରକାରୀ ଅମିନ ଓ ରାଜସ୍ୱ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ତଦନ୍ତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।