ଦେଓଗାଁ ଜଙ୍ଗଲରୁ ୬ ଜୁଆଡ଼ି ଗିରଫ, ୬୪,୦୦୦ ଟଙ୍କା ଜବତ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଦେଓଗାଁ ଜଙ୍ଗଲରେ ଜୁଆ ଆଡ୍ଡା ଚାଲିଥିଲା। ଏ ସମ୍ପର୍କରେ ପୋଲିସ ଜାଣିପାରି ଆଜି ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ପୋଲିସ ସେମାନଙ୍କଠାରୁ ନଗଦ ୬୪,୦୦୦ ଟଙ୍କା ଓ ୧୦ଟି  ମୋଟରସାଇକେଲ ଜବତ କରିଛି। କିଛି ଦିନ ଧରି ଦେଓଗାଁ ଜଙ୍ଗଲରେ ଜୁଆ ଆଡ୍ଡା ଚାଲିଥିଲା। ଏଠାରେ ଲକ୍ଷ ଲକ୍ଷ ଟଙ୍କାର ଜୁଆ ଖେଳ ଚାଲିଥିଲା। ଅଭିଯୋଗ ହେଉଥିଲେ ମଧ୍ୟ ପୋଲିସ […]

gambleing in bpur

Rakesh Mallick
  • Published: Wednesday, 20 June 2018
  • , Updated: 20 June 2018, 11:04 PM IST

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଦେଓଗାଁ ଜଙ୍ଗଲରେ ଜୁଆ ଆଡ୍ଡା ଚାଲିଥିଲା। ଏ ସମ୍ପର୍କରେ ପୋଲିସ ଜାଣିପାରି ଆଜି ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ପୋଲିସ ସେମାନଙ୍କଠାରୁ ନଗଦ ୬୪,୦୦୦ ଟଙ୍କା ଓ ୧୦ଟି  ମୋଟରସାଇକେଲ ଜବତ କରିଛି।

କିଛି ଦିନ ଧରି ଦେଓଗାଁ ଜଙ୍ଗଲରେ ଜୁଆ ଆଡ୍ଡା ଚାଲିଥିଲା। ଏଠାରେ ଲକ୍ଷ ଲକ୍ଷ ଟଙ୍କାର ଜୁଆ ଖେଳ ଚାଲିଥିଲା। ଅଭିଯୋଗ ହେଉଥିଲେ ମଧ୍ୟ ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହେଉନଥିଲା। ପୋଲିସ ସେଠାରେ ପହଞ୍ଚିବା ପୂର୍ବରୁ ସେମାନେ ଚମ୍ପଟ ମାରୁଥିଲେ। ମାତ୍ର ଆଜି ପୋଲିସ କୌଣସି ସୂତ୍ରରୁ ଖବର ପାଇ ଉକ୍ତ ଜଙ୍ଗଲରେ ଚଢ଼ାଉ କରି ସେମାନଙ୍କୁ ଧରିବାରେ ସଫଳ ହୋଇଛି।

Related story