ଗଣଶିକ୍ଷକ ସମସ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ଦେଲା ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟି

ଭୁବନେଶ୍ୱର: ରାଜ୍ୟରେ ଗଣଶିକ୍ଷକଙ୍କ ସମସ୍ୟାକୁ ନେଇ ସଚିବାଳୟରେ ଆଜି ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ବୈଠକ ବସିଥିଲା। ଅର୍ଥମନ୍ତ୍ରୀ ପ୍ରଦୀପ ଅମାତଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଗଣଶିକ୍ଷାମନ୍ତ୍ରୀ ଦେବୀ ମିଶ୍ରଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତି ଥିଲେ। ତେବେ କମିଟି ଗଣଶିକ୍ଷକ ସମସ୍ୟା ଉପରେ ବିଶଦ ଆଲୋଚନା କରିଛନ୍ତି। ଆଲୋଚନା ପରେ ଚୂଡାନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗଣଶିକ୍ଷକଙ୍କ ସମସ୍ୟା ସମାଧାନ ହୋଇଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

debi mishra

debi mishra

Rakesh Mallick
  • Published: Monday, 11 January 2016
  • Updated: 11 January 2016, 10:24 AM IST

Sports

Latest News

ଭୁବନେଶ୍ୱର: ରାଜ୍ୟରେ ଗଣଶିକ୍ଷକଙ୍କ ସମସ୍ୟାକୁ ନେଇ ସଚିବାଳୟରେ ଆଜି ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ବୈଠକ ବସିଥିଲା। ଅର୍ଥମନ୍ତ୍ରୀ ପ୍ରଦୀପ ଅମାତଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଗଣଶିକ୍ଷାମନ୍ତ୍ରୀ ଦେବୀ ମିଶ୍ରଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତି ଥିଲେ। ତେବେ କମିଟି ଗଣଶିକ୍ଷକ ସମସ୍ୟା ଉପରେ ବିଶଦ ଆଲୋଚନା କରିଛନ୍ତି। ଆଲୋଚନା ପରେ ଚୂଡାନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗଣଶିକ୍ଷକଙ୍କ ସମସ୍ୟା ସମାଧାନ ହୋଇଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos