ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପରିବ୍ୟାପ୍ତ ଥିବା ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଏନେଇ ଘୋଷଣା ହୋଇଛିା ଏହି ଐତିହ୍ୟ ପାହାଡ଼ରେ ରହିଛି ପ୍ରଚୁର ପରିମାଣର ଔଷଧୀୟ ବୃକ୍ଷ। କାହିଁ କେଉଁ କାଳଠୁ ଏହି ପାହାଡ଼ରେ ଆୟୁବୈଦିକ ଔଷଧୀୟ ଗଛ ସହ ବହୁ ମୂଲ୍ୟବାନ ପ୍ରାକୃତିକ ପଦାର୍ଥ ରହିଛି। ଏଥିରେ ୧୦୫୫ ପ୍ରଜାତିର ବୃକ୍ଷଲତା ଓ ୫୦୦ ପ୍ରକାରର ପ୍ରାଣୀ ଥିବା ଜଣାପଡ଼ିଛି। ୧୦୫୫ ପ୍ରଜାତିର ବୃକ୍ଷ ମଧ୍ୟରେ ୮୪୯ ପ୍ରକାର ଫୁଲ ଗଛର ସନ୍ଧାନ ମଳିଥିବାବେଳେ ଏଥରେ ବୁଦା ଜାତୀୟ ଗଛ, ଗୁଳ୍ମ ଓ ବିଭିନ୍ନ ପ୍ରକାର ଲତା ସମେତ ପ୍ରାୟ ୩୦୦ ପ୍ରକାର ଔଷଧୀୟ ଗଛ ଥିବା ନେଇ ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।