Advertisment

ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା

ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପରିବ୍ୟାପ୍ତ ଥିବା ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଏନେଇ ଘୋଷଣା ହୋଇଛିା ଏହି ଐତିହ୍ୟ ପାହାଡ଼ରେ ରହିଛି ପ୍ରଚୁର ପରିମାଣର ଔଷଧୀୟ ବୃକ୍ଷ।

Advertisment

ଗନ୍ଧମାର୍ଦ୍ଦନ ପର୍ବତକୁ ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପରିବ୍ୟାପ୍ତ ଥିବା ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା ଜୈବବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଏନେଇ ଘୋଷଣା ହୋଇଛିା ଏହି ଐତିହ୍ୟ ପାହାଡ଼ରେ ରହିଛି ପ୍ରଚୁର ପରିମାଣର ଔଷଧୀୟ ବୃକ୍ଷ। କାହିଁ କେଉଁ କାଳଠୁ ଏହି ପାହାଡ଼ରେ ଆୟୁବୈଦିକ ଔଷଧୀୟ ଗଛ ସହ ବହୁ ମୂଲ୍ୟବାନ ପ୍ରାକୃତିକ ପଦାର୍ଥ ରହିଛି। ଏଥିରେ ୧୦୫୫ ପ୍ରଜାତିର ବୃକ୍ଷଲତା ଓ ୫୦୦ ପ୍ରକାରର ପ୍ରାଣୀ ଥିବା ଜଣାପଡ଼ିଛି। ୧୦୫୫ ପ୍ରଜାତିର ବୃକ୍ଷ ମଧ୍ୟରେ ୮୪୯ ପ୍ରକାର ଫୁଲ ଗଛର ସନ୍ଧାନ ମଳିଥିବାବେଳେ ଏଥରେ ବୁଦା ଜାତୀୟ ଗଛ, ଗୁଳ୍ମ ଓ ବିଭିନ୍ନ ପ୍ରକାର ଲତା ସମେତ ପ୍ରାୟ ୩୦୦ ପ୍ରକାର ଔଷଧୀୟ ଗଛ ଥିବା ନେଇ ଜଣାପଡ଼ିଛି।

Advertisment
Balangir Odisha Heritage
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe