ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶା ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ଏସ୍‌.ସି ଜମିର୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଅନ୍ୟ ବରିଷ୍ଠ କଂଗ୍ରେସ ନେତାମାନେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ଶୋଭନୀୟ ଶିକ୍ଷାଶ୍ରମ ପକ୍ଷରୁ ଏକ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହ ଛାତ୍ର ଯୁବ ଶୋଭନୀୟ ଚେତନା […]

mahatma

mahatma

Rakesh Mallick
  • Published: Sunday, 02 October 2016
  • Updated: 02 October 2016, 06:29 PM IST

Sports

Latest News

mahatmaଭୁବନେଶ୍ୱର:ଓଡ଼ିଶା ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ଏସ୍‌.ସି ଜମିର୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଅନ୍ୟ ବରିଷ୍ଠ କଂଗ୍ରେସ ନେତାମାନେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ଶୋଭନୀୟ ଶିକ୍ଷାଶ୍ରମ ପକ୍ଷରୁ ଏକ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହ ଛାତ୍ର ଯୁବ ଶୋଭନୀୟ ଚେତନା ଯାତ୍ରା କାର୍ଯ୍ୟକ୍ରମ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story