ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

mahatmaଭୁବନେଶ୍ୱର:ଓଡ଼ିଶା ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ଏସ୍‌.ସି ଜମିର୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଅନ୍ୟ ବରିଷ୍ଠ କଂଗ୍ରେସ ନେତାମାନେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ଶୋଭନୀୟ ଶିକ୍ଷାଶ୍ରମ ପକ୍ଷରୁ ଏକ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହ ଛାତ୍ର ଯୁବ ଶୋଭନୀୟ ଚେତନା ଯାତ୍ରା କାର୍ଯ୍ୟକ୍ରମ କରାଯାଇଛି।

ଆହୁରି ପଢ଼ନ୍ତୁ

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?