ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶା ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ଏସ୍‌.ସି ଜମିର୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଅନ୍ୟ ବରିଷ୍ଠ କଂଗ୍ରେସ ନେତାମାନେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ଶୋଭନୀୟ ଶିକ୍ଷାଶ୍ରମ ପକ୍ଷରୁ ଏକ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହ ଛାତ୍ର ଯୁବ ଶୋଭନୀୟ ଚେତନା […]

mahatma

Rakesh Mallick
  • Published: Sunday, 02 October 2016
  • , Updated: 02 October 2016, 06:29 PM IST

ଭୁବନେଶ୍ୱର:ଓଡ଼ିଶା ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ଏସ୍‌.ସି ଜମିର୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ଅନ୍ୟ ବରିଷ୍ଠ କଂଗ୍ରେସ ନେତାମାନେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏଥିସହ ଶୋଭନୀୟ ଶିକ୍ଷାଶ୍ରମ ପକ୍ଷରୁ ଏକ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହ ଛାତ୍ର ଯୁବ ଶୋଭନୀୟ ଚେତନା ଯାତ୍ରା କାର୍ଯ୍ୟକ୍ରମ କରାଯାଇଛି।

Related story