ଗଣେଷ ଭସାଣକୁ ନେଇ ଉତ୍ତେଜନା: ରାଉରକେଲାରେ ୧୪୪ ଧାରା ଜାରି

rourkelaରାଉରକେଲା: ଗଣେଷ ମୂର୍ତ୍ତି ଭସାଣ ବେଳେ ଗତକାଲି ଉତ୍ତେଜନା ପ୍ରକାଶ ପାଇବା ପରେ ରାଉରକେଲାରେ ୧୪୪ ଧାରା ଜାରି କରାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ୨୦ ପ୍ଳାଟୁନ ପୋଲିସ୍‌ ଓ ସିଆରପିଏଫ୍‌ ଯବାନଙ୍କୁ ମୁତୟନ କରାଯାଇଥିବା ରାଉରକେଲା ଉପଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି।

ଗତକାଲି ରାତିରେ ପ୍ରାୟ ୧୦ଟି ମେଢ ବିଶ୍ରା ଛକରୁ ବାହାରି ସହରର ମୁଖ୍ୟ ମାର୍ଗ ଦେଇ ବ୍ରାହ୍ମଣୀ ନଦୀକୁ ବିସର୍ଜନ ପାଇଁ ଯିବା ବେଳେ ପୁରୁଣା ଷ୍ଟେସନ ରୋଡ ନିକଟରେ ୨ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ଉଭୟ ପକ୍ଷରୁ ଢେଲା ମାଡ଼ ହୋଇଥିଲା।  ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ୍‌ ପକ୍ଷରୁ ମୃଦୁ ଲାଠିଚାଳନା କରାଯାଇଥିଲା। ଘଟଣାସ୍ଥଳରେ ଏସପି ଓଏଡ଼ିଏମ୍‌ଙ୍କ ସମେତ ଅନ୍ୟ ଅଧିକାରୀମାନେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ଶାନ୍ତ ପଡିଥିଲା।

ଆହୁରି ପଢ଼ନ୍ତୁ

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?