ଗଜାନନଙ୍କ ପୂଜା ପାଇଁ ସଜେଇ ହୋଇଛି ଶିକ୍ଷାନୁଷ୍ଠାନ, ମଣ୍ଡପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା। ବିଘ୍ନ ବିନାଶକଙ୍କ ପୂଜା ପାଇଁ ଗାଁଠୁ ସହର ସବୁଠି ଚଳଚଞ୍ଚଳ।  ଶଙ୍ଖ, ମନ୍ତ୍ର ପାଠରେ କମ୍ପି ଉଠୁଛି ପୂଜା ମଣ୍ଡପ।  ଶିକ୍ଷାନୁଷ୍ଠାନଠୁ ଆରମ୍ଭ କରି ବିଭିନ୍ନ ମଣ୍ଡପରେ ଆକର୍ଷଣୀୟ ସାଜସଜ୍ଜା ହୋଇଛି।  ସକାଳୁ ସକାଳୁ ଛାତ୍ରଛାତ୍ରୀମାନେ ଫୁଲ, ନଡିଆ, କଦଳୀ, ଧୂପ ଆଦି ଧରି ନିଜ ନିଜର ଶିକ୍ଷାନୁଷ୍ଠାନରେ ଗଜାନନଙ୍କୁ ଆରାଧନା କରୁଛନ୍ତି। ଅନ୍ୟପକ୍ଷରେ ବିଘ୍ନ ବିନାଶକଙ୍କ ପୂଜା ପାଇଁ ଖୋର୍ଦ୍ଧା ଜିଲ୍ଲାର ଜଟଣୀ ସହର ଝଲସୁଛି।  ଚଳିତ […]

ganesha

ganesha

Jyoshna Pradhan
  • Published: Monday, 02 September 2019
  • Updated: 02 September 2019, 08:01 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା। ବିଘ୍ନ ବିନାଶକଙ୍କ ପୂଜା ପାଇଁ ଗାଁଠୁ ସହର ସବୁଠି ଚଳଚଞ୍ଚଳ।  ଶଙ୍ଖ, ମନ୍ତ୍ର ପାଠରେ କମ୍ପି ଉଠୁଛି ପୂଜା ମଣ୍ଡପ।  ଶିକ୍ଷାନୁଷ୍ଠାନଠୁ ଆରମ୍ଭ କରି ବିଭିନ୍ନ ମଣ୍ଡପରେ ଆକର୍ଷଣୀୟ ସାଜସଜ୍ଜା ହୋଇଛି।  ସକାଳୁ ସକାଳୁ ଛାତ୍ରଛାତ୍ରୀମାନେ ଫୁଲ, ନଡିଆ, କଦଳୀ, ଧୂପ ଆଦି ଧରି ନିଜ ନିଜର ଶିକ୍ଷାନୁଷ୍ଠାନରେ ଗଜାନନଙ୍କୁ ଆରାଧନା କରୁଛନ୍ତି।

ଅନ୍ୟପକ୍ଷରେ ବିଘ୍ନ ବିନାଶକଙ୍କ ପୂଜା ପାଇଁ ଖୋର୍ଦ୍ଧା ଜିଲ୍ଲାର ଜଟଣୀ ସହର ଝଲସୁଛି।  ଚଳିତ ଥର ଏଠାରେ ୨ଶହ ମଣ୍ଡପରେ ଗଜାନନ ପୂଜା ପାଉଛନ୍ତି। ସେହିପରି ଅଗ୍ରପୂଜ୍ୟଙ୍କ ଆରାଧନା ପାଇଁ ତାଳଚେର ସହର ରଙ୍ଗବେରଙ୍ଗ ଆଲୋକମାଳାରେ ସଜେଇ ହୋଇଛି।  ଏଥିସହ ଘରେ ଘରେ ମଧ୍ୟ ବିଘ୍ନ ବିନାଶକଙ୍କ ପୂଜା ଚାଲିଛି।  ପୂଜା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story