୫ ଦିନର ଖେଳ ଖତମ : ଗ୍ୟାଙ୍ଗଷ୍ଟର ହାଇଦର ହାତରେ ପୁଣି ହ୍ୟାଣ୍ଡକପ୍‌

କଟକ(ଓଡ଼ିଶା ରିପୋର୍ଟର): ୫ ଦିନର ଲୁଚକାଳି ଖେଳ ଖତମ। କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି। ତେଲେଙ୍ଗାନା ରାଜ୍ୟର ରଙ୍ଗାରେଡି ଜିଲ୍ଲାରୁ ତାକୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କଟକ ପୁଲିସ ତେଲେଙ୍ଗାନା ପୁଲିସ ସହାୟତାରେ ହାଇଦରକୁ ଧରିବାରେ ସଫଳ ହୋଇଛଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଗଣମାଧ୍ୟମକୁ ସୂଚନା ଦେଇ ପୁଲିସ କମିଶନର କହିଛନ୍ତି, ହାଇଦର ବାଇକରେ ଯିବା ବେଳେ ଆମ ଟିମ ତାକୁ କାବୁ କରିଥିଲେ। ୨୪ […]

hyder

hyder

Tapas Behera
  • Published: Thursday, 15 April 2021
  • Updated: 15 April 2021, 08:52 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ୫ ଦିନର ଲୁଚକାଳି ଖେଳ ଖତମ। କଟକ ବଡ଼ମେଡିକାଲରୁ ଫେରାର ଗ୍ୟାଙ୍ଗଷ୍ଟର ହାଇଦର ଗିରଫ ହୋଇଛି। ତେଲେଙ୍ଗାନା ରାଜ୍ୟର ରଙ୍ଗାରେଡି ଜିଲ୍ଲାରୁ ତାକୁ ଗିରଫ କରାଯାଇଛି। ଆଜି ସଂଧ୍ୟାରେ କଟକ ପୁଲିସ ତେଲେଙ୍ଗାନା ପୁଲିସ ସହାୟତାରେ ହାଇଦରକୁ ଧରିବାରେ ସଫଳ ହୋଇଛଛି। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଗଣମାଧ୍ୟମକୁ ସୂଚନା ଦେଇ ପୁଲିସ କମିଶନର କହିଛନ୍ତି, ହାଇଦର ବାଇକରେ ଯିବା ବେଳେ ଆମ ଟିମ ତାକୁ କାବୁ କରିଥିଲେ। ୨୪ ଘଣ୍ଟା ଭିତରେ ତାକୁ ଆଣି କୋର୍ଟରେ ହାଜର କରିବୁ ବୋଲି ପୁଲିସ କମିଶନର କହିଛନ୍ତି।

କୁଖ୍ୟାତ ଗ୍ୟାଙ୍ଗଷ୍ଟର୍ ହାଇଦର ଶନିବାର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇଥିବା ବେଳେ ସେଠାରୁ ଫେରାର୍ ହୋଇଯାଇ ଥିଲା । ଏହାରି ଭିତରେ ଆଜି ତା’ର ପୁରୁଣା ସହଯୋଗୀ ୟାକୁବ ପୁଲିସ୍ ଆଗରେ ଆତ୍ମସମର୍ପଣ କରି ଥିଲା । କିନ୍ତୁ ହାଇଦର କେଉଁଠି ଥିଲା  ତା’ର ପତ୍ତା ମିଳୁ ନଥିଲା। ହାଇଦର ଚମ୍ପଟ ମାରିବା ନେଇ ଅନେକ ପ୍ରଶ୍ନ ଉଠିଥିଲା।

ହାଇଦର ଖସିଯିବା ନେଇ ଭିନ୍ନ ଭିନ୍ନ ସ୍ଥାନକୁ ନେଇ ଚର୍ଚ୍ଚା ହେଉଥିଲା। କେବେ ବାଂଲାଦେଶ ତ କେବେ ପଶ୍ଚିମବଙ୍ଗକୁ ଖସିଯିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ସବୁ ସସ୍‌ପେନ୍ସ ଉପରୁ ଆଜି ପରଦା ହଟାଇଛି ପୁଲିସ।

ତେବେ ହାଇଦରର ଫେରାର୍ ପଛରେ ତା’ର ସମ୍ପର୍କୀୟ ଥିବା ଚର୍ଚ୍ଚା ହୋଇଥିଲା। ଏମାନଙ୍କ ମଧ୍ୟରେ ପୁଅ, ଭାଇ, ଶଳା ଓ ପୁତୁରାଙ୍କ ସମେତ ଆଉ କିଛି ଘନିଷ୍ଠ ସମ୍ପର୍କୀୟ ସାମିଲ୍ ଥିବା ସୂଚନା ଆସିଥିଲା। ଏ ନେଇ ମଙ୍ଗଳାବାଗ ଥାନାରେ ଦିଆଯାଇଥିବା ଏଫଆଇଆରରୁ ସ୍ପଷ୍ଟ ହୋଇଥିଲା । ଶନିବାର ଏସସିବି ସର୍ଜରୀ ୱାର୍ଡରେ ହାଇଦର ରହୁଥିବା କ୍ୟାବିନ ନମ୍ବର-୫ରେ ସୁରକ୍ଷା ଦାୟିତ୍ୱରେ ଥିବା ଖୋଦ୍ ପୁଲିସ କନଷ୍ଟେବଲ ମହମ୍ମଦ ମୌସିମ୍ ଏଫଆଇଆରରେ ଲେଖିଥିଲେ। ମାର୍ଚ୍ଚ ୨୩ରେ ଚିକିତ୍ସା ପାଇଁ ହାଇଦରକୁ ସମ୍ବଲପୁରରୁ ପୁଲିସ ଏସକର୍ଟରେ କଟକ ଅଣାଯାଇଥିଲା। ଚିକିତ୍ସା ସମୟରେ ହାଇଦର ପାଖକୁ ତା ପୁଅ, ଭାଇ କାଳିଆ, ପୁତୁରା କାଲା, ଶଳା ଓ ଜ୍ୱାଇଁ ପ୍ରମୁଖ କ୍ୟାବିନରେ ଦେଖା କରି କଥା ହୋଇଥିଲେ।

ଗତ ଶନିବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ କନଷ୍ଟେବଲ ଜଣକ  ଡ୍ୟୁଟି କରୁଥିବାବେଳେ ମଧ୍ୟ ଏହି ଲୋକମାନେ ହାଇଦର ପାଖକୁ ଆସିବା ସହ ହଠାତ୍ ତାଙ୍କ ଉପରକୁ କୌଣସି ଏକ ବିଷାକ୍ତ ପଦାର୍ଥ ପକାଇଥିଲେ। ଯାହାଫଳରେ ସେ ଅଚେତ ହୋଇଯିବାରୁ ଅଧିକ କିଛି ଜାଣିପାରିନଥିବା ମୌସିମ୍ ଅଭିଯୋଗ କରିଥିଲେ। ଫଳରେ ତାଙ୍କ ଅଚେତର ସୁଯୋଗ ନେଇ ହାଇଦର ଖସି ପଳାଇଥିବା ଏତଲାରେ ମୌସିମ୍ ଉଲ୍ଲେଖ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story