ଜବତ ହେଲା ଏକ ଟନ୍‌ ଗଞ୍ଜେଇ

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଖଣ୍ଡଗିରି ଛକରୁ ଏକ ଟନ୍&zwnj; ଗଞ୍ଜେଇ ଜବତ ହୋଇଛି।ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଁ ରାଜସ୍ୱ&nbsp; ନିର୍ଦ୍ଦେଶାଳୟ ପକ୍ଷରୁ ଚଢ଼ଉ କରାଯାଇଥିଲା। ଏନେଇ ଜଣଙ୍କୁ&nbsp; ଅଟକ&nbsp; ରଖି ପଚରାଉଚରା କରାଯାଉଛି। ଗଞ୍ଜେଇ ଆନ୍ଧ୍ରପ୍ରଦେଶର&nbsp; ଇଚ୍ଛାପୂରମରୁ ବିହାରକୁ ଚାଲାଣ ହେଉଥିଲା ବୋଲି ସୂଚନା ମିଳିଛି।</p>

Ordigital Desk
  • Published: Thursday, 12 April 2018
  • Updated: 12 April 2018, 12:53 PM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଖଣ୍ଡଗିରି ଛକରୁ ଏକ ଟନ୍&zwnj; ଗଞ୍ଜେଇ ଜବତ ହୋଇଛି।ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇଁ ରାଜସ୍ୱ&nbsp; ନିର୍ଦ୍ଦେଶାଳୟ ପକ୍ଷରୁ ଚଢ଼ଉ କରାଯାଇଥିଲା। ଏନେଇ ଜଣଙ୍କୁ&nbsp; ଅଟକ&nbsp; ରଖି ପଚରାଉଚରା କରାଯାଉଛି। ଗଞ୍ଜେଇ ଆନ୍ଧ୍ରପ୍ରଦେଶର&nbsp; ଇଚ୍ଛାପୂରମରୁ ବିହାରକୁ ଚାଲାଣ ହେଉଥିଲା ବୋଲି ସୂଚନା ମିଳିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos