ଟ୍ରକ୍‌ରେ ଥିଲା ଦେଢ଼ କୋଟି ଟଙ୍କାର ଚୋରା ମାଲ୍‌

ଲମତାପୁଟ( ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସ୍‌ ଏକ ଗଞ୍ଜେଇ ବୋଝେଇ ଟ୍ରକ୍‌ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ଼ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହି ଗଞ୍ଜେଇ ରାଜ୍ୟ ବାହାରକୁ ଚୋରାଚାଲାଣ ହେଉଥିବା ଜଣାପଡ଼ିଛି। ତେବେ ଏହି ଘଟଣାରେ ପୁଲିସ୍‌ କାହାରିକୁ ଗିରଫ କରି ନାହିଁ।

truck

truck

Jitendra Garnayak
  • Published: Sunday, 30 September 2018
  • Updated: 30 September 2018, 09:47 AM IST

Sports

Latest News

ଲମତାପୁଟ( ଓଡ଼ିଶା ରିପୋର୍ଟର): କୋରାପୁଟ ଜିଲ୍ଲା ମାଛକୁଣ୍ଡ ପୁଲିସ୍‌ ଏକ ଗଞ୍ଜେଇ ବୋଝେଇ ଟ୍ରକ୍‌ ଜବତ କରିଛି।

ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ଼ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହି ଗଞ୍ଜେଇ ରାଜ୍ୟ ବାହାରକୁ ଚୋରାଚାଲାଣ ହେଉଥିବା ଜଣାପଡ଼ିଛି।

ତେବେ ଏହି ଘଟଣାରେ ପୁଲିସ୍‌ କାହାରିକୁ ଗିରଫ କରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos