ଆସିକାରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତକାଲି ଆସକା ନୂଆଗାଁର ବୃନ୍ଦାବନ ସ୍ୱାଇଁ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଋଣବୋଝ ସହି ନପାରି ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ବୃନ୍ଦାବନ ବିଷ ପିଇଦେଇ ଥିଲେ। ଏ ସମ୍ପର୍କରେ ପରିବାର ଲୋକେ ଜାଣିପାରି ତାଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାକୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ […]

farmer-suicideeee in ganjam

farmer-suicideeee in ganjam

Rakesh Mallick
  • Published: Monday, 20 March 2017
  • Updated: 20 March 2017, 08:02 AM IST

Sports

Latest News

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ପୁଣି ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତକାଲି ଆସକା ନୂଆଗାଁର ବୃନ୍ଦାବନ ସ୍ୱାଇଁ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଋଣବୋଝ ସହି ନପାରି ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଗତକାଲି ବୃନ୍ଦାବନ ବିଷ ପିଇଦେଇ ଥିଲେ। ଏ ସମ୍ପର୍କରେ ପରିବାର ଲୋକେ ଜାଣିପାରି ତାଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାକୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos