ଗଞ୍ଜାମ:  ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା, ୪ ଗିରଫ

ଗଞ୍ଜାମ:  ଗଞ୍ଜ।ମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକର ଆଦିବାସୀ ଅଧ୍ୟୁଷିତ ଦ୍ୱିତୀୟ ଢେପାଗୁଡ଼ା ଗାଁରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଗୁଣି ଗାରେଡ଼ି କରୁଥିବା ସନ୍ଦେହ କରି କିଛି ଲୋକ ଗାଁର ପ୍ରକାଶ ମଲ୍ଲିକ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପ୍ରକାଶଙ୍କ ପୁଅ ନବୀନ ଏ ନେଇ ଥାନାରେ ଏତଲା ଦେବା ପରେ ପୋଲିସ ମଶାଣିରୁ ହାଡ଼ ଓ ପାଉଁଶ ଜବତ କରିଛି। ଏନେଇ […]

gunigaradi

gunigaradi

Rakesh Mallick
  • Published: Wednesday, 01 July 2015
  • Updated: 01 July 2015, 07:21 AM IST

Sports

Latest News

ଗଞ୍ଜାମ:  ଗଞ୍ଜ।ମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକର ଆଦିବାସୀ ଅଧ୍ୟୁଷିତ ଦ୍ୱିତୀୟ ଢେପାଗୁଡ଼ା ଗାଁରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଗୁଣି ଗାରେଡ଼ି କରୁଥିବା ସନ୍ଦେହ କରି କିଛି ଲୋକ ଗାଁର ପ୍ରକାଶ ମଲ୍ଲିକ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ପ୍ରକାଶଙ୍କ ପୁଅ ନବୀନ ଏ ନେଇ ଥାନାରେ ଏତଲା ଦେବା ପରେ ପୋଲିସ ମଶାଣିରୁ ହାଡ଼ ଓ ପାଉଁଶ ଜବତ କରିଛି। ଏନେଇ ଥାନରେ ଏକ ହତ୍ୟା ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ କରୁଛି। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story