‘ପାତ୍ରପୁର ନାବାଳିକା ଗଣବଳାତ୍କାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ’

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ପାତ୍ରପୁର ନାବାଳିକା ଗଣବଳାତ୍କାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିବ। ଜଣେ ଏସ୍‌ପି ରାଙ୍କ ଅଫିସରଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଏହି ଘଟଣାର ତଦନ୍ତ କରିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ବିରୋଧୀ ଦଳ ନେତା ନରସିଂହ ମିଶ୍ର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଥିଲେ। ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହ ବାରମ୍ୱାର ମୁଲତବୀ ରହିଥିଲା।

Odisha-Assembly-5-1

Odisha-Assembly-5-1

Rakesh Mallick
  • Published: Friday, 31 March 2017
  • Updated: 01 April 2017, 07:52 AM IST

Sports

Latest News

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ପାତ୍ରପୁର ନାବାଳିକା ଗଣବଳାତ୍କାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିବ। ଜଣେ ଏସ୍‌ପି ରାଙ୍କ ଅଫିସରଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଏହି ଘଟଣାର ତଦନ୍ତ କରିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏହି ସୂଚନା ଦେଇଛନ୍ତି।

ପୂର୍ବରୁ ଏହି ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ବିରୋଧୀ ଦଳ ନେତା ନରସିଂହ ମିଶ୍ର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଥିଲେ। ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଗୃହ ବାରମ୍ୱାର ମୁଲତବୀ ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story