ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଆଜି ଦିନିକିଆ ଗଞ୍ଜାମ ଗସ୍ତକରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ପ୍ରଥମେ ଦିନ ୧୦ଟା୪୫ରେ ଶେରଗଡ଼ରେ ପହଞ୍ଚିଥିଲେ। ଏଠାରେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିବାପରେ ହିଞ୍ଜିଳି ଗସ୍ତ କରିଥିଲେ। ସେଠାରେ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ରକ୍ତଦାନ ଶିବିର 'ଜୀବନ ବିନ୍ଦୁ' କାର୍ଯ୍ୟକ୍ରମ ସହ ସାଧାରଣ ସଭାରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମ ସାରି ସେ ମଧ୍ୟାହ୍ନ ୧୨ଟା ୩୦ରେ ବ୍ରହ୍ମପୁର ଯାଇଥିଲେ। ବ୍ରହ୍ମପୁରର ମେଡ଼ିକାଲ କଲେଜ ପରିସରକୁ ଯାଇ ହେଲପ୍ ଡେସ୍କ ସମେତ ନବ ନିର୍ମିତ ନ୍ୟୁ କାଜୁଆଲିଟି, ରେଡ଼ିଓଲୋଜି ଡ଼ିପାର୍ଟମେଣ୍ଟ୍, ଫିଜିକାଲ୍ ମେଡ଼ିସିନ୍, ରିହାବିଲିଟେସନ୍ ବିଲଡ଼ିଂ ଓ ସେଣ୍ଟ୍ରାଲ୍ ଲାଇବ୍ରେରୀ କୋଠା ଉଦଘାଟନ କରିବାର ଅଛି। ଏହାପରେ ଗଞ୍ଜାମ କଳା ପରିଷଦର ଆଧୁନୀକିକରଣ ପାଇଁ ୫କୋଟି ଟଙ୍କା ବିନିମୟରେ ପ୍ରସ୍ତାବିତ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।