ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

  ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଇଗିଣିଆ କୁଲେଶ୍ୱରୀ ବସ୍ତିରେ ଗ୍ୟାସ୍ ସିଲିଣ୍ଡର ଫାଟି ୨ଜଣ  ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ  ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ରୋଷେଇ କଲାବେଳେ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା। ପରେ ପରିବାର ଲୋକ ସିଲିଣ୍ଡରଟିକୁ ରୋଷେଇ ଘରୁ ବାହାରକୁ ଆଣୁଥିଲେ। ଏହି ସମୟରେ ସିଲିଣ୍ଡରଟି ବିସ୍ଫୋରଣ ହୋଇଥିଲା। ଏଥିରେ ପରିବାରର ୨ଜଣ ଆହତ ହୋଇଥିଲେ।  ଜଣଙ୍କ ଗୋଡ଼ଟି ପୋଡ଼ି ଯାଇଥିବା ବେଳେ ଅନ୍ୟ ଜଣେ ମଧ୍ୟ ଗୁରୁତର ଆହତ ହୋଇଥିଲେ। […]

Blast

Blast

Tapaswini Nayak
  • Published: Monday, 25 July 2022
  • Updated: 25 July 2022, 09:57 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଇଗିଣିଆ କୁଲେଶ୍ୱରୀ ବସ୍ତିରେ ଗ୍ୟାସ୍ ସିଲିଣ୍ଡର ଫାଟି ୨ଜଣ  ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ  ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ରୋଷେଇ କଲାବେଳେ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା। ପରେ ପରିବାର ଲୋକ ସିଲିଣ୍ଡରଟିକୁ ରୋଷେଇ ଘରୁ ବାହାରକୁ ଆଣୁଥିଲେ। ଏହି ସମୟରେ ସିଲିଣ୍ଡରଟି ବିସ୍ଫୋରଣ ହୋଇଥିଲା। ଏଥିରେ ପରିବାରର ୨ଜଣ ଆହତ ହୋଇଥିଲେ।  ଜଣଙ୍କ ଗୋଡ଼ଟି ପୋଡ଼ି ଯାଇଥିବା ବେଳେ ଅନ୍ୟ ଜଣେ ମଧ୍ୟ ଗୁରୁତର ଆହତ ହୋଇଥିଲେ। ପରିବାର ଲୋକ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।   ଗ୍ୟାସ ଲିକ୍‌ ହେବା ଯୋଗୁ ସିଲିଣ୍ଡରରେ ନିଆଁ ଲାଗିଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story